www.samajalive.in
Monday, December 15, 2025
26.1 C
Bhubaneswar

୧ବର୍ଷର ବିଫଳ ସରକାର- ବିଜେଡି

ସମାଜ ଡିଜିଟାଲ ଡେସ୍କ: ବିଜେପି ସରକାର ବର୍ଷ ପୂର୍ତ୍ତି ନେଇ ଉତ୍ସବ ପାଳନ କରୁଥିବା ବେଳେ ବର୍ଷିଛନ୍ତି ବିରୋଧୀ । ଏକ ବର୍ଷ ପୂର୍ତ୍ତିର ଅପାରଗତା ବିରୋଧରେ ବିଜେଡି ପ୍ରତିବାଦ କରିଛି । ଦଳର ବରିଷ୍ଠ ନେତାମାନେ ହାତରେ ପ୍ଲାକାର୍ଡ ଧରି ମାଷ୍ଟରକ୍ୟାଣ୍ଟିନରେ ବିକ୍ଷୋଭ କରି ଲୋୟର ପିଏମଜି ଛକ ଆଡକୁ ଯାଇଥିଲେ । ପ୍ଲାକାର୍ଡରେ ମହାନଦୀ ପାଣି ଶୁଖି ଯାଇଛି, ଯବୁପୀଢିଙ୍କ ଭବିଷ୍ୟତ ଅନ୍ଧାର, ରଙ୍ଗ ମାରିବା ସରକାର, ନାଁ ବଦଳାଇବା, ଆନ୍ଧ୍ର ଓ ବିହାରକୁ ଅନୁକମ୍ପା ମିଳିବା, ଧାନରେ କଟନି ଛଟନୀ ଆଦି ପ୍ରସଙ୍ଗକୁ ନେଇ ସରକାରଙ୍କୁ ଟାର୍ଗେଟ କରିଛି ବିଜୁ ଜନତା ଦଳ ।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories