www.samajalive.in
Friday, December 5, 2025
23.1 C
Bhubaneswar

ବିକ୍ରମ ପଣ୍ଡାଙ୍କୁ ଫସାଇବାକୁ ଉଦ୍ୟମ- ବିଜେଡିର ଏସପି ଅଫିସ ଘେରାଉ

ସମାଜ ଡିଜିଟାଲ ଡେସ୍କ: ବିଜେପି ତଥା ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ବିଜେଡ଼ି ନେତା ବିକ୍ରମ ପଣ୍ଡାଙ୍କୁ ଗିରଫ କରାଯିବା ନେଇ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି । ବିଜେଡି ନେତାଙ୍କୁ ଗିରଫର ପ୍ରତିବାଦ ଦେଖିବାକୁ ମିଳିଛି । ବିଜେଡି କର୍ମୀ ଓ ନେତାମାନେ ଏସପି ଅଫିସ ଘେରାଉ କରିଛନ୍ତି । ଆଇନ ଶୃଙ୍ଖଳାକୁ ଦୃଷ୍ଟିରେ ରଖି ବ୍ୟାପକ ପୁଲିସ ଫୋର୍ସ ମୁତୟନ କରାଯାଇଛି । ବିଳମ୍ବିତ ରାତିରେ ବିକ୍ରମଙ୍କୁ ଉଠାଇ ନେଇ ଅଟକ ରଖି ଜେରା କରିବା ପରେ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି ।

ସେପଟେ ବିକ୍ରମ ରାଜନୈତିକ ଷଡଯନ୍ତ୍ରର ଶିକାର ହୋଇଛନ୍ତି । ବିକ୍ରମଙ୍କୁ ଗିରଫର କୌଣସି ଠୋସ୍‌ ଆଧାର ନାହିଁ ବୋଲି ବରିଷ୍ଠ ନେତା ଚନ୍ଦ୍ରଶେଖର ସାହୁ କହିଛନ୍ତି । ନୂଆପଡା ପ୍ରଚାରରେ ବିକ୍ରମଙ୍କୁ ଦୂରେଇ ରଖିବାକୁ ଷଡଯନ୍ତ୍ର କରାଯାଇଛି ।

Hot this week

ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories