www.samajalive.in
Saturday, December 6, 2025
19.1 C
Bhubaneswar

୨୭ପ୍ରତିଶତ ସଂରକ୍ଷଣ ଦାବିରେ ବିଜେଡିର ଆନ୍ଦୋଳନ

ସମାଜ ଡିଜିଟାଲ ଡେସ୍କ: ରାଜ୍ୟରେ ଓବିସି ପିଲାଙ୍କୁ ଶିକ୍ଷା କ୍ଷେତ୍ରରେ ସଂରକ୍ଷଣ ଦାବିରେ ବିଜେଡିର ଜୋରଦାର ଆନ୍ଦୋଳନ । ବିଜେପି ସରକାରଙ୍କ ଉପରେ ଚାପ ପକାଇବାକୁ ରାଜଭବନ ସମ୍ମୁଖରେ ବିଜେଡି ପକ୍ଷରୁ ଧାରଣା ଦିଆଯାଇଛି । ଯାହାର ସଂଖ୍ୟା ଯେତେ ତାହାର ଭାଗ ସେତେ ନ୍ୟାୟରେ ଓବିସିଙ୍କୁ ୨୭ପ୍ରତିଶତ ସଂରକ୍ଷଣ ପ୍ରଦାନ କରିବାକୁ ଦାବି କରି ଆସୁଛି ବିଜେଡି । ସୂଚନା ଅନୁଯାୟୀ କିଛି ଦିନ ତରେ ରାଜ୍ୟ ସରକାର ଶିକ୍ଷା କ୍ଷେତ୍ରରେ ଓବିସିଙ୍କୁ ୧୧.୨୫ପ୍ରତିଶତ ସଂରକ୍ଷଣ ପ୍ରଦାନ କରିବାକୁ ନିଷ୍ପତ୍ତି ନେଇଛନ୍ତି । ବିଜେଡି ଏଥିରେ ପ୍ରଶ୍ନ କରି କହିଛି ଯେ ଯେଉଁଠି ସିଟ ଖାଲି ପଡୁଛି ସେଠି ସଂରକ୍ଷଣ ଦିଆଯାଇଛି । ଏଥିରେ କି ଫାଇଦା ମିଳିବ । ଓବିସି ଛାତ୍ରଛାତ୍ରୀଙ୍କୁ ମେଡିକାଲ, ଇଞ୍ଜିନିୟରିଂ କ୍ଷେତ୍ରରେ ସଂରକ୍ଷଣ କେବେ ମିଳିବ ବୋଲି ଦଳ ପ୍ରଶ୍ନ କରିଛି ।

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories