www.samajalive.in
Monday, December 15, 2025
26.1 C
Bhubaneswar

ଜୟ ଢୋଲକିଆ ରାଜେନ୍ଦ୍ରଙ୍କ ପୋଷ୍ୟପୁତ୍ର, ନିଜ ରକ୍ତର ନୁହନ୍ତି: ପ୍ରତାପ

ସମାଜ ଡିଜିଟାଲ ଡେସ୍କ: ନୂଆପଡ଼ା ବିଧାନସଭା ଉପନିର୍ବାଚନ ପୂର୍ବରୁ ଜୟ ଢୋଲକିଆ ବିଜେପିରେ ମିଶିବା ପରେ ପ୍ରତିକ୍ରିୟା ରଖିଛି ବିଜେଡି। ଦଳର ବରିଷ୍ଠ ନେତା ପ୍ରତାପ ଜେନା କହିଛନ୍ତି, କିଛି ଦିନ ତଳେ ଜୟ କହିଥିଲେ ଯେ ମୋ ନେତା ନବୀନ ପଟ୍ଟନାୟକ। ତାଙ୍କ କଥାକୁ ଅକ୍ଷରେ ଅକ୍ଷରେ ପାଳନ କରିବେ। ହେଲେ ବିଜେପି ଦଳର ଘୋଡ଼ା ବେପାରରେ ସେ ବିକ୍ରି ହୋଇଗଲେ। ରାଜେନ୍ଦ୍ର ଢୋଲକିଆ ବଞ୍ଚିଥିଲେ ସେ କେଵେ ଏହାକୁ ଗ୍ରହଣ କରି ନ ଥାନ୍ତେ। ଜୟ ଢୋଲକିଆ ଯଦି ପ୍ରକୃତରେ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ହୋଇଥାନ୍ତେ ସେ କେବେ ଏଭଳି କରି ନ ଥାନ୍ତେ। ସେ ଯେହେତୁ ପୋଷ୍ୟପୁତ୍ର ରାଜେନ୍ଦ୍ର ଢୋଲକିଆଙ୍କ ରକ୍ତ ତାଙ୍କ ଦେହରେ ନାହିଁ। ତେଣୁ ସେ  ଏଭଳି ନିଷ୍ପତ୍ତି ନେଲେ। ଏହାକୁ ନୂଆପଡାବାସୀ କେବେ ଗ୍ରହଣ କରିବେ ନାହିଁ।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories