www.samajalive.in
Friday, December 5, 2025
17.1 C
Bhubaneswar

ହସ୍ପିଟାଲରୁ ଡିସଚାର୍ଜ ହେଲେ ବିଜେଡି ସଭାପତି ନବୀନ ପଟ୍ଟନାୟକ

ଭୁବନେଶ୍ୱର :ହସ୍ପିଟାଲରୁ ଡିସଚାର୍ଜ ହେଲେ ବିଜେଡି ସଭାପତି ନବୀନ ପଟ୍ଟନାୟକ । ଡ଼ିହାଇଡ୍ରେସନ ଯୋଗୁଁ ମେଡିକାଲରେ ଚିକିତ୍ସିତ ହେଉଥିଲେ ନବୀନ। ସୁସ୍ଥ ହେବାପରେ ଏକ ଘରୋଇ ହସ୍ପିଟାଲରୁ ହେଲେ ଡିସଚାର୍ଜ ।      ପ୍ରକାଶଥାଉକି ,ହସ୍ପିଟାଲରେ ଥିବା ସମୟରେ ବିରୋଧୀ ଦଳ ନେତା ନବୀନ ନିଜ ସୁସ୍ଥତା ନେଇ ଓଡିଶାବାସୀଙ୍କୁ ଦେଇଥିଲେ ବାର୍ତ୍ତା ।ଆଜି ନବୀନଙ୍କ ସହ କଥାହୋଇଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସ୍ୱାସ୍ଥ୍ୟମନ୍ତ୍ରୀ ଓ ପିସିସି ସଭାପତି ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିବାରୁ  ନବୀନ  ଧନ୍ୟବାଦ ଜଣାଇଛନ୍ତି।ଚଳିତ ମାସ ୧୭ ତାରିଖ ଅପରାହ୍ନରେ ଅସୁସ୍ଥତା ଅନୁଭବ କରିବାରୁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ନବୀନ।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

Related Articles

Popular Categories