ନୂଆ ରଣକୌଶଳ – ବିଜେଡି ଷ୍ଟାର ପ୍ରଚାରକ ତାଲିକାରେ ନବୀନ ଓ ପାଣ୍ଡିଆନ

ଡେସ୍କ: ପ୍ରଥମ ଦୁଇ ପର୍ଯ୍ୟାୟ ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ ଘୋଷଣା କରିଥିବା ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକାରେ ସ୍ଥାନ ପାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ପ୍ରଶାସନିକ ଅଧିକାରୀରୁ ରାଜନେତା ପାଲଟିଥିବା କାର୍ତ୍ତିକ ପାଣ୍ଡିଆନ। ମେ’ ୧୩, ୨୦, ୨୫ ଓ ଜୁନ୍ ୧ ତାରିଖରେ ୪ଟି ପର୍ଯ୍ୟାୟରେ ମତଦାନ ହେବ। ଶ୍ରୀ ପଟ୍ଟନାୟକ ଗଞ୍ଜାମ ଜିଲ୍ଲାର ହିଞ୍ଜିଳି ଓ ବଲାଙ୍ଗୀର ଜିଲ୍ଲାର କଣ୍ଟାବାଞ୍ଜି ବିଧାନସଭା ଆସନରୁ ନିର୍ବାଚନ … Continue reading ନୂଆ ରଣକୌଶଳ – ବିଜେଡି ଷ୍ଟାର ପ୍ରଚାରକ ତାଲିକାରେ ନବୀନ ଓ ପାଣ୍ଡିଆନ