www.samajalive.in
Sunday, December 7, 2025
14.1 C
Bhubaneswar

ବିଜୁ ମହିଳା ଜନତା ଦଳ ପକ୍ଷରୁ ରକ୍ତଦାନ ଶିବିର

ଭୁବନେଶ୍ୱର: ୟୁନିଟ୍-୬ସ୍ଥିତ ଯୁବ ବିଜେଡିର ଦଳୀୟ କାର୍ଯ୍ୟାଳୟ ପରିସରରେ ବିଜୁ ମହିଳା ଜନତା ଦଳ ପକ୍ଷରୁ ବିଜୁ ମହିଳା ଜନତା ଦଳର ସଭ୍ୟାମାନଙ୍କୁ ନେଇ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ରକ୍ତଦାନ ଶିବିରକୁ ପ୍ରଣବ ପ୍ରକାଶ ଦାସ ଉଦଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଓଡିଶା ସରକାରଙ୍କ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଉଷା ଦେବୀ ଏବଂ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁ, ବିଧାୟିକା ସ୍ନେହାଙ୍ଗୀନୀ ଛୁରିଆ, ମେୟର ସୁଲୋଚନା ଦାସ, ବ୍ରହ୍ମପୁର ମେୟର ସଙ୍ଗୀତା ମିତ୍ର ଦଳାଇ, ରାଜ୍ୟ ବିଜୁ ମହିଳା ଜନତା ଦଳର ଉପସଭାପତି ସନ୍ଧ୍ୟା ବିଶ୍ୱାଳ, କର୍ପୋରେଟର ମାନସୀ ସୁନ୍ଦରାୟ, ପୂର୍ବତନ ମହିଳା କମିଶନର ଲୋପାମୁଦ୍ରା ବକ୍ସିପାତ୍ର ଏବଂ କସ୍ତୁରୀ ମହାପାତ୍ର, କଟକ ଜୋନର ସଭାପତି ପ୍ରଭାସିନୀ ଷଢଙ୍ଗୀ, ସଞ୍ଜୁକ୍ତା ମହାନ୍ତି, ରିଶିୟାନା ବେଗମ, ସରୋଜିନୀ ନନ୍ଦ ଏବଂ ଆନନ୍ଦା ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

Related Articles

Popular Categories