www.samajalive.in
Monday, December 8, 2025
20.1 C
Bhubaneswar

ବାଙ୍କୀ: ୩୬ନଂ ଜୋନରେ ବିଜେଡି ଜିଲ୍ଲାପରିଷଦ ପ୍ରାର୍ଥିନୀ ରଶ୍ମିରେଖା ପଣ୍ଡା ବିଜୟୀ

ବାଙ୍କୀ: ବାଙ୍କୀ ନିର୍ବାଚନ ମଣ୍ଡଳୀର ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ୩୬ନଂ(ବାଙ୍କୀ) ଜିଲ୍ଲାପରିଷଦ ଜୋନରେ ରଶ୍ମିରେଖା ପଣ୍ଡା(ବିଜେଡି) ୭୧୦୫ଖଣ୍ଡ ଭୋଟରେ ବିଜୟୀ ହୋଇଛନ୍ତି। ରଶ୍ମିରେଖା ପଣ୍ଡା ୧୨ହଜାର ୧୮୩ଖଣ୍ଡ ଭୋଟ ପାଇଥିଲା ବେଳେ ନିକଟତମ ପ୍ରତିଦ୍ୱନ୍ଦୀ କଂଗ୍ରେସ ଦଳର ଗୀତାଞ୍ଜଳୀ ପଣ୍ଡା ୫ହଜାର ୭୮ଖଣ୍ଡ ଭୋଟ ପାଇଛନ୍ତି। ବିଜେପି ପ୍ରାର୍ଥିନୀ ସୁଭଦ୍ରା ଜେନା ୪୭୪୭ଖଣ୍ଡ ଭୋଟ ପାଇଛନ୍ତି। ସ୍ୱାଧୀନ ପ୍ରାର୍ଥିନୀ ପ୍ରବାସିନୀ ବେଉରା ୨୮୬ଖଣ୍ଡ ଭୋଟ ପାଇଥିଲା ବେଳେ ଏହି ଜୋନରେ ୪୦୯ଖଣ୍ଡ ଭୋଟ ନାକଚ ହୋଇଥିବା ସୂଚନା ମିଳିଛି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

Related Articles

Popular Categories