www.samajalive.in
Monday, December 15, 2025
15.1 C
Bhubaneswar

ବିଜେଡି ଯୁବ ଜନତା ଦଳର ସମାବେଶ ଅନୁଷ୍ଠିତ

ଭବାନୀପାଟଣା: ଆଜି ଭବାନୀପାଟଣାର ହୋଟେଲ ଭାଗିରଥି ଇନ୍ ପରିସରେ କଳାହାଣ୍ଡି ଜିଲ୍ଲା ସ୍ତରୀୟ ବିଜେଡି ଯୁବ ଜନତା ଦଳର ବିଶାଳ ଯୁବ ସମାବେଶ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମନ୍ତ୍ରୀ ରମେଶ ମାଝୀ, ରାଜ୍ୟ ଗୃହ ନିର୍ମାଣ ନିଗମ ଅଧ୍ୟକ୍ଷ ଭୂପେନ୍ଦ୍ର ସିଂହ , ଧର୍ମଗଡ ବିଧାୟକ ତଥା ଜିଲ୍ଲା ବିଜେଡି ସଭାପତି ପୁଷ୍ପେନ୍ଦ୍ର ସିଂହଦେଓ ,ଜୁନାଗଡ ବିଧାୟକ ଦିବ୍ୟଶଙ୍କର ମିଶ୍ର , ବିଧାୟକ ଅନାମ ନାଏକ , ବିଧାୟକ ଆକାଶ ଦାଶ ଯୋଗଦେଇଥିଲେ । ବିଜେଡି ଜିଲ୍ଲା ଯୁବ ଜନତା ଦଳ ର ସଭାପତି ତଥା ଭବାନୀପାଟଣା ନଗର ପାଳ ଆଦିତ୍ୟ ନନ୍ଦ ଅଧ୍ୟକ୍ଷତା କରିଥିଲେ ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories