www.samajalive.in
Sunday, December 7, 2025
15.1 C
Bhubaneswar

ସନ୍ତୋଷ ନୀଳଗିରିରୁ ବିଜେପି ପ୍ରାର୍ଥୀ

ବାଲେଶ୍ଵର: ନୀଳଗିରି ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି। ସନ୍ତୋଷ ଖଟୁଆଙ୍କୁ ଦଳ ପ୍ରାର୍ଥୀ ଘୋଷଣା କରିଛି। ଗୁରୁବାର ସେ ବିଜେଡି ଦଳରୁ ଇସ୍ତଫା ଦେଇଥିଲେ। ସନ୍ତୋଷଙ୍କୁ ବିଜେପି ପ୍ରାର୍ଥୀ କରିବା ପରେ ନୀଳଗିରି ଲଢେଇ ରୋଚକ ହୋଇଛି । ଗତଥର ବିଜେଡି ଟିକେଟରେ ନିର୍ବାଚନ ଲଢି ପରାଜିତ ହୋଇଥିଲେ ସନ୍ତୋଷ । କିନ୍ତୁ ସଙ୍ଗଠନ ସହ ଜଡିତ ଥିବାରୁ ପୁଣିଥରେ ଟିକେଟ ପାଇଁ ଆଶାବାଦୀ ଥିଲେ । ଗତକାଲି ବିଜେଡି ସୁକାନ୍ତ ନାୟକଙ୍କୁ ପ୍ରାର୍ଥୀ କରିଥିଲା । ଯାହାକୁ ନେଇ ସନ୍ତୋଷ ବିଜେଡିରୁ ଇସ୍ତଫା ଦେଇଥିଲେ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories