www.samajalive.in
Tuesday, December 9, 2025
16.1 C
Bhubaneswar

ଶିଶୁପାଳଗଡ଼ ଗ୍ରାମ ପଞ୍ଚାୟତରେ ବିଜେପିର ପ୍ରଚାର

ଭୁବନେଶ୍ୱର: ଆଜି ଏକାମ୍ର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶିଶୁପାଳଗଡ଼ ଗ୍ରାମ ପଞ୍ଚାୟତରେ ଭାରତୀୟ ଜନତା ପାର୍ଟିର ୨୯ ନମ୍ବର ଜୋନ ଜିଲ୍ଲା ପରିଷଦ ପ୍ରାର୍ଥୀ ସୁଜିତ କୁମାର ବଳବନ୍ତରାୟ ଙ୍କ ପାଇଁ ପ୍ରଚାର କରିଥିଲେ ଭୁବନେଶ୍ୱର ସାଙ୍ଗଠନିକ ଜିଲା ସଭାପତି ତଥା ଏକାମ୍ର ନିର୍ବାଚନ ମଣ୍ଡଳୀର ବିଜେପି ବିଧାୟକ ପ୍ରାର୍ଥୀ ବାବୁ ସିଂ। ଘରକୁ ଘର ବୁଲି ସୁଜିତ କୁମାର ବଳବନ୍ତରାୟଙ୍କୁ ବିପୁଳ ଭୋଟରେ ବିଜୟୀ କରିବା ପାଇଁ ପଞ୍ଚାୟବାସୀଙ୍କୁ ନିବେଦନ କରିଥିଲେ ଜିଲା ସଭାପତି ବାବୁ ସିଂ।

ଏହି ପ୍ରଚାରରେ ବିଜେପି ନେତା ଅରୁଣ ପୁରୋହିତ, ସୁନୀଲ ପ୍ରଧାନ, ସୁରେନ୍ଦ୍ର ପ୍ରଦାନ, ତୃପ୍ତିମଇ ମକଦ୍ଦମ, ସବିତା ପଟ୍ଟନାୟକ, ରଜନୀ ବାଳା ଦାସ, ବିନ୍ଦୁଲତା ବଳିଆରସିଂ, ସୁଶୀଲ ଛୁଆଳସିଂ, ପ୍ରଦ୍ୟୁମ୍ନ ଜେନା, ସୋୟଂ ସେବକ ରାୟଶାଶ୍ୱତ ନାୟକ, ଗିରିଜା ସ୍ୱାଇଁ, ଜ୍ୟୋର୍ତିମୟୀ ଅଗ୍ରୱାଲ ପ୍ରମୁଖ ସାମିଲ ଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories