www.samajalive.in
Sunday, December 14, 2025
19.1 C
Bhubaneswar

ବ୍ରଜରାଜନଗର ଉପନିର୍ବାଚନ ଲାଗି ବିଜେପିର ପ୍ରଚାରକ ତାଲିକା ଘୋଷିତ

ଡେସ୍କ: ବ୍ରଜରାଜନଗର ଉପନିର୍ବାଚନ ଲାଗି ବିଜେପି ତାର ୪୦ ଜଣ ପ୍ରଚାରକଙ୍କ ନାଁ ଘୋଷଣା କରିଛି। ପ୍ରଚାର ପାଇଁ ଆସିବେ ୫ କେନ୍ଦ୍ରମନ୍ତ୍ରୀ ପୀୟୁଷ ଗୋଏଲ, ଧର୍ମେନ୍ଦ୍ର ପ୍ରଧାନ, ପ୍ରହ୍ଲାଦ ଯୋଶୀ, ଅଶ୍ୱିନୀ ବୈଷ୍ଣବ ଓ ବିଶ୍ୱେଶ୍ୱର ଟୁଡୁ। ଅନ୍ୟମାନଙ୍କ ମଧ୍ୟରେ ଅଛନ୍ତି ସମୀର ମହାନ୍ତି, ଜୁଏଲ ଓରାମ, ଡ଼ି. ପୁରନ୍ଦେଶ୍ୱରୀ, ବିଜୟପାଲ ସିଂ ତୋମାର, ରମଣ ସିଂ, ବୈଜୟନ୍ତ ଜୟ ପଣ୍ଡା ଓ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ।

ଦଳ ପକ୍ଷରୁ ନିର୍ବାଚନ କମିଶନଙ୍କୁ ଦିଆଯାଇଥିବା ପ୍ରଚାରକ ତାଲିକାରେ ସୁରେଶ ପୂଜାରୀ, ବସନ୍ତ କୁମାର ପଣ୍ଡା, କନକ ବର୍ଦ୍ଧନ ସିଂହଦେଓ, ମନମୋହନ ସାମଲ, ଅପରାଜିତା ଷଡ଼ଙ୍ଗୀ, ଡଃ ସମ୍ବିତ ପାତ୍ର, ସଙ୍ଗୀତା ସିଂହଦେଓ, ବ୍ରିଜ ମୋହନ ଅଗ୍ରୱାଲ. ନୀତେଶ ଗଙ୍ଗଦେବ, ଜୟନାରାୟଣ ମିଶ୍ର, ବିଷ୍ଣୁ ଚରଣ ସେଠି, ସୁରମା ପାଢ଼ୀ, ମୋହନ ଚରଣ ମାଝୀ, ମହାମେଘବାହନ ଐର ଖାରବେଳ ସ୍ୱାଇଁ, ରବି ନାରାୟଣ ନାୟକ, ପ୍ରଦୀପ ପୁରୋହିତ, ନାଉରି ନାୟକ, ସୁବାଷ ପାଣିଗ୍ରାହୀ, ଶଙ୍କର ଓରାମ, ଭବାନୀ ଶଙ୍କର ଭୋଇ, କୁସୁମ ଟେଟେ, ଡଃ ମୁକେଶ ମହାଲିଙ୍ଗ, ରଞ୍ଜନ ପଟେଲ, ମାନସ କୁମାର ମହାନ୍ତି, ପିଙ୍କି ପ୍ରଧାନ, ଶ୍ରୀତମ ଦାସ, ଅନୁ ଚୋୖଧୁରୀ ଓ ହରିହର ମହାପାତ୍ର ଅଛନ୍ତି।

Hot this week

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

Related Articles

Popular Categories