www.samajalive.in
Monday, December 15, 2025
26.1 C
Bhubaneswar

ପିପିଲିରେ ୩ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେପି ପ୍ରାର୍ଥୀ ଆଗରେ

ସମାଜ ଡିଜିଟାଲ ଡେସ୍କ: ମଙ୍ଗଳବାର ଭୋଟ ଗଣତି ଜାରି ରହିଥିବାବେଳେ ପିପିଲି ନିର୍ବାଚନ ମଣ୍ଡଳୀରେ ପୂର୍ବାହ୍ନ ୧୧ଟା ସୁଦ୍ଧା ୨୮ ରାଉଣ୍ଡ ମଧ୍ୟରୁ ୩ଟି ରାଉଣ୍ଡ ଗଣତି ଶେଷ ହୋଇଛି। ଏଠାରେ ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକ ୧୦ ହଜାର ୨୬୧ ଭୋଟ ପାଇ ୮୪୯ ଆଗରେ ରହିଛନ୍ତି। ବିଜେଡି ପ୍ରାର୍ଥୀ ରୁଦ୍ର ମହାରାଥୀ ୯୪୧୨ ଖଣ୍ଡ ଭୋଟ ପାଇଛନ୍ତି। କଂଗ୍ରେସ ପ୍ରାର୍ଥୀ ଜ୍ଞାନ ରଞ୍ଜନ ପଟ୍ଟନାୟକ ୩୫୧ ଭୋଟ ପାଇଛନ୍ତି।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories