www.samajalive.in
Saturday, December 6, 2025
14.1 C
Bhubaneswar

ଆଜି ବିଜେପିର କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକ

ନୂଆଦିଲ୍ଲୀ: ଆଜି(ଗୁରୁବାର) ବିଜେପିର କେନ୍ଦ୍ରୀୟ ନିର୍ବାଚନ କମିଟି ବା ସିଇସି ବୈଠକ । ୨୦୨୪ ନିର୍ବାଚନ ପାଇଁ ବୈଠକରେ ବିଜେପିର ତୁଙ୍ଗ ନେତା ବସି ବିଚାରବିମର୍ଶ କରିବା ସହ ରଣନୀତି ପ୍ରସ୍ତୁତ କରିବେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ୍ ଶାହା, ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ପ୍ରମୂଖ ଏଥିରେ ସାମିଲ ହେ​ବେ। ଆଜିର ବୈଠକ ପରେ ଖୁବ୍ ଶୀଘ୍ର ବିଜେପି ପ୍ରଥମ ପର୍ଯ୍ୟାୟରେ ନିଜର ୧୦୦ ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କରିବ ବୋଲି କୁହାଯାଉଛି। ଯେଉଁଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି , ଅମିତ୍ ଶାହା, ରାଜନାଥଙ୍କ ଭଳି କିଛି ହେବିୱେଟ୍ ଙ୍କ ନାଁ ଘୋଷଣା ହୋଇପାରେ । ଏଥିରେ ଓଡିଶାରୁ ଦୁଇ କିମ୍ବା ତିନିଟି ନାଁ ବି ରହିପାରେ। ଏହାଛଡା ୨୦୧୪ ଓ ୧୦୧୯ରେ ଦଳ ହାରିଥିବା ଲୋକସଭା ଆସନକୁ ନେଇ ଚର୍ଚ୍ଚା ହୋଇପାରେ ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories