www.samajalive.in
Wednesday, December 10, 2025
14.1 C
Bhubaneswar

ଆତଙ୍କବାଦ ବିରୁଦ୍ଧରେ କାହିଁକି କହୁନାହାଁନ୍ତି ରାହୁଲ : ବିଜେପି

ସମାଜ ଲାଇଭ୍ ଡେସ୍କ : ଦିଲ୍ଳୀ ବିସ୍ଫୋରଣ ଘଟଣାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ କଡ଼ା ସମାଲୋଚନା କରିଛି ବିଜେପି। ସେ କେଉଁଠି ଥିଲେ ଓ କାହିଁକି ମୁଁହ ଖୋଲୁନାହାନ୍ତି ବୋଲି ବିଜେପି ପ୍ରଶ୍ନ କରିଛି । ଦିଲ୍ଲୀ ଲାଲକିଲ୍ଲା ନିକଟରେ ହୋଇଥିବା ଭୟଙ୍କର ବିସ୍ଫୋରଣ ଘଟଣାରେ ବିରୋଧି ଦଳ ନେତା ତଥା କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ସମାଲୋଚନା କରିଛନ୍ତି ବିହାର ବିଜେପି ମୁଖ୍ୟ ଦିଲୀପ ଜୟସୱାଲ । ଦିଲୀପ ରାହୁଲଙ୍କୁ ପ୍ରଶ୍ନ କରି କହିଛନ୍ତି ଯେ “ମୁଁ ରାହୁଲ ଗାନ୍ଧୀଙ୍କୁ ପଚାରିବାକୁ ଚାହୁଁଛି  ଏହି ଘଟଣା ଘଟିବା ସମୟରେ ସେ କେଉଁଠି ଥିଲେ ? ମୁଁ ଜାଣିଛି ଯେ ସେ ପ୍ରିୟଙ୍କା ଗାନ୍ଧୀଙ୍କ ସହିତ ଭାରତ ବାହାରକୁ ଯାଇଥିଲେ ।  ଏହା ସହିତ ପ୍ରଶ୍ନ କରିଛନ୍ତି ସେ ଆତଙ୍କବାଦ ବିରୁଦ୍ଧରେ ରାହୁଲ କାହିଁକି କହୁନାହାଁନ୍ତି?”

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories