ଓଡ଼ିଶା ପାଇଁ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କଲା ବିଜେପି, ୪୦ ଜଣିଆ ପ୍ରଚାରକ ତାଲିକାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଭୁବନେଶ୍ବର: ଭାରତୀୟ ଜନତା ପାର୍ଟି(ବିଜେପି) ପକ୍ଷରୁ ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରାଯାଇଛି। ଉଭୟ ଲୋକସଭା ବିଧାନସଭା ପାଇଁ ଷ୍ଟାର ପ୍ରଚାର ତାଲିକା ବିଜେପି  ଘୋଷଣା କରିଛି। ତାଲିକାର ଏକ ନମ୍ବରରେ ରହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସେହିପରି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ, କେନ୍ଦ୍ର ମନ୍ତ୍ରୀ ନୀତିନ ଗଡ଼କରିଙ୍କ ସମେତ ଷ୍ଟାର ପ୍ରଚାରକ ତାଲିକାରେ ୪ ରାଜ୍ୟର ମୁଖ୍ୟମନ୍ତ୍ରୀ … Continue reading ଓଡ଼ିଶା ପାଇଁ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କଲା ବିଜେପି, ୪୦ ଜଣିଆ ପ୍ରଚାରକ ତାଲିକାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ