www.samajalive.in
Saturday, December 6, 2025
16.1 C
Bhubaneswar

୧୦ ବର୍ଷରେ ସୃଷ୍ଟି ହୋଇଛି ୧୨ କୋଟି ନିଯୁକ୍ତି – ବିଜେପି

ଡେସ୍କ: ୨୦୧୪ରୁ ୨୦୨୩ ମଧ୍ୟରେ ୧୦ ବର୍ଷ ମଧ୍ୟରେ ଦେଶରେ ୧୨କୋଟି ୫୦ ଲକ୍ଷ ନିଯୁକ୍ତି ସୃଷ୍ଟି ହୋଇଛି ବୋଲି ବିଜେପି କହିଛି। ଏହା ଦ୍ୱାରା ଭାରତ ବିଶ୍ୱରେ ସର୍ବାଧିକ ନିଯୁକ୍ତି ସୃଷ୍ଟି କରୁଥିବା ଶୀର୍ଷ ଦେଶ ମାନଙ୍କ ମଧ୍ୟରୁ ଅନ୍ୟତମ ହୋଇପାରିଛି।

ଆଜି ନୂଆଦିଲ୍ଲୀରେ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର ମୁଖପାତ୍ର ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ୨୦୦୪ରୁ ୨୦୧୪ ମଧ୍ୟରେ ୟୁପିଏ ଶାସନ ସମୟରେ ମାତ୍ର ୨.୯ କୋଟି ନିଯୁକ୍ତି ସୃଷ୍ଟି ହୋଇଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଦେଶରେ ରାଜନୈତିକ ଇଚ୍ଛାଶକ୍ତି ଥିବା ଏକ ସ୍ଥିର ସରକାର ରହିଛି ବୋଲି ସେ କହିଛନ୍ତି।

ଲାଞ୍ଚ ନେବାବେଳେ ଧରାପଡ଼ି କେନ୍ଦ୍ରୀୟ ଅବକାରୀ ବିଭାଗ ଅଧୀକ୍ଷକ ଗିରଫ

- Advertisement -

Hot this week

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

Related Articles

Popular Categories