www.samajalive.in
Sunday, December 7, 2025
26.1 C
Bhubaneswar

ବିଜେପି ପକ୍ଷରୁ ନବରଙ୍ଗପୁର ଏସ୍‍ପିଙ୍କ କାର୍ଯ୍ୟାଳୟ ଘେରାଉ

ନବରଙ୍ଗପୁର : ପ୍ରଧାନମନ୍ତ୍ରୀ ଆବାସ ଦୁର୍ନୀତି ବିରୋଧରେ ସ୍ୱରଉତ୍ତୋଳନ କରିବାରୁ ମାହାଙ୍ଗାର ବିଜେପି ନେତା ହତ୍ୟା କରାଯାଇଛି। ଏହି ଘଟଣାରେ ମନ୍ତ୍ରୀ ପ୍ରତାପ ଜେନା ସଂପୃକ୍ତି ଥିବାରୁ ତାଙ୍କୁ ତୁରନ୍ତ ବହିଷ୍କାର ଓ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ ଦାବି କରି ଜିଲା ଭାରତୀୟ ଜନତା ପାର୍ଟି (ବିଜେପି) ପକ୍ଷରୁ ଗୁରୁବାର ଦିନ ଏସ୍‍ପି ଅଫିସ ଘେରାଉ କରାଯାଇଥିଲା। ଏଥିରେ ଜିଲା ସଭାପତି ଜଗଦିଶ ଚନ୍ଦ୍ର ବିଷୋୟୀ, ଜିଲା ବିଜେପି ପଛୁଆବର୍ଗ ସଭାପତି ମନୋଜ ମହାଙ୍କୁଡ, ଜିଲା ଉପସଭାପତି ଜୟନ୍ତପାତ୍ର, ଜିଲା ଯୁବ ମୋର୍ଚ୍ଚା ସଭାପତି କାହ୍ନୁଦାସ, ବରିଷ୍ଠନେତା ଅଚୁତ୍ୟାନନ୍ଦ ବିଷୋୟୀ,ଯୁବନେତା ଅରୁଣ ପୂଜାରୀ, ମିଡିଆ ସଂଯୋଜକ ଦୈତାରୀ ମାଝୀ, ନନ୍ଦନନ୍ଦନ ବିଷୋୟୀ,ହରେକୃଷ୍ଣ ମୁଦୁଲି,ଧରଣୀ ସିଂ, ଚନ୍ଦ୍ରଭାନୁ ନାୟକ, ନରସିଂହ ଭତରା, ଅରୁଣ ନାୟକ, ଜିଲା ମହିଳା ମୋର୍ଚ୍ଚା ସାଧାରଣ ସମ୍ପାଦିକା ଶର୍ମିଷ୍ଠା ଦେଓ ସମେତ ବହୁ କାର୍ଯ୍ୟକର୍ତ୍ତା ଯୋଗଦେଇ ରାଜ୍ୟ ବିଜେଡି ସରକାର ବିରୋଧରେ ସ୍ଲୋଗାନ ଦେଇଥିଲେ।

Hot this week

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

Related Articles

Popular Categories