www.samajalive.in
Tuesday, November 18, 2025
27.1 C
Bhubaneswar

ବିଜେପି ୪୧-ଆପ୍‌ ୨୯, କଂଗ୍ରେସ ଶୂନ

ସମାଜ ଡିଜିଟାଲ ଡେସ୍କ: ଦିଲ୍ଲୀ ବିଧାନସଭା ନିର୍ବାଚନ ଲାଗି ଶନିବାର ଭୋଟ ଗଣତି ଜାରି ରହିଛି। ପ୍ରାରମ୍ଭିକ ଗଣତିରୁ ବିଜେପି ଆଗରେ ଥିବା ସୂଚନା ମିଳିଛି। ମୋଟ ୭୦ ବିଧାନସଭା ଆସନ ମଧ୍ୟରୁ ବିଜେପି ୪୧ ଆସନରେ ଆଗୁଆ ଥିବା ସୂଚନା ମିଳିଛି। ସେହିପରି ଆମ୍‌ ଆଦମୀ ପାର୍ଟି(ଆପ୍‌) ୨୯ ଆସନରେ ଆଗୁଆ ଥିବାବେଳେ କଂଗ୍ରେସ ସମସ୍ତ ୭୦ ଆସନରେ ପଛୁଆ ରହିଛି। ଗତ ୫ ତାରିଖରେ ଦିଲ୍ଲୀ ବିଧାନସଭା ନିର୍ବାଚନ ଲାଗି ଭୋଟଗ୍ରହଣ ହୋଇଥିଲା। ବିଭିନ୍ନ ଦଳରୁ ୬୯୯ ପ୍ରାର୍ଥୀ ନିର୍ବାଚନ ମଇଦାନକୁ ଓହ୍ଲାଇଥିଲେ।

Hot this week

୫୦ ଲକ୍ଷ ଟଙ୍କାର ବ୍ରାଉନସୁଗର ଜବତ, ୩ ଗିରଫ

ସମାଜଲାଇଭ ଡେସ୍କ: ରାଜଧାନୀ ଭୁବନେଶ୍ଵରରୁ ୪୭୫ ଗ୍ରାମ ବ୍ରାଉନସୁଗର ଜବତ ହୋଇଛି।...

କିଏ ଏହି ହିଡମା , ଯାହାକୁ ଧରିବା ପାଇଁ ଥିଲା ୧କୋଟି ଟଙ୍କାର ପୁରସ୍କାର ?

ମାଲକାନଗିରି : ମାଓବାଦୀ ମୁକ୍ତ ଅପରେସନରେ ଆଜି ସକାଳେ ମାଲକାନଗିରି ସୀମାନ୍ତରେ...

ସାଇବର ଠକେଇ: ୧୨ ଗିରଫ

ଝାରସୁଗୁଡା: ଝାରସୁଗୁଡାରେ ବଡଧରଣର ସାଇବର ଠକେଇର ପର୍ଦ୍ଦାଫାଶ ହୋଇଛି। ଝାରସୁଗୁଡା ପୁଲିସ୍‌...

ଏସସିବିରେ ଲଜ୍ଜା: ଆଇସିୟୁ ଭିତରେ ଯୁବତୀଙ୍କୁ ଅସଦାଚରଣ ଅଭିଯୋଗ

ସମାଜଲାଇଭ ଡେସ୍କ: କଟକ ବଡ଼ ଡାକ୍ତରଖାନାରେ ଘଟିଛି ଲଜ୍ଜାଜନକ ଘଟଣା। ବଡ଼...

୧୦ ଅଭିଯୁକ୍ତଙ୍କ ନାଁରେ ଏନ୍‌ଆଇଏ ଚାର୍ଜସିଟ୍

ଭୁବନେଶ୍ଵର : ବାଂଲାଦେଶୀ ନାବାଳିକା ଚାଲାଣ ଅଭିଯୋଗରେ ୧୦ ଅଭିଯୁକ୍ତଙ୍କ ନାଁରେ...

Related Articles

Popular Categories