www.samajalive.in
Sunday, December 7, 2025
23.1 C
Bhubaneswar

୯ ବର୍ଷ ପୂରଣ କଲା ମୋଦୀ ସରକାର

ନୂଆଦିଲ୍ଲୀ :  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଏନଡିଏ ସରକାର ଶୁକ୍ରବାର ୯ ବର୍ଷ ପୂରଣ କରିଛି । ଏଥିପାଇଁ ଆସନ୍ତା ୩୦ତାରିଖରୁ ବିଜେପି ମାସେ ବ୍ୟାପି ଏକ ମହା ଜନ ସଂପର୍କ ପ୍ରଚାର ଅଭିଯାନ ଆରମ୍ଭ କରୁଛି । ଏହି ଅଭିଯାନରେ ପାର୍ଟି ପକ୍ଷରୁ ଅନେକ ଶୋଭାଯାତ୍ରା ଓ କାର୍ଯ୍ୟକ୍ରମର ଆୟୋଜନ କରାଯିବ । ଯାହା ଜୁନ୍‌‌ ୩୦ ତାରିଖ ପର୍ଯ୍ୟନ୍ତ ଚାଲିବ । ଜିଲ୍ଲା, ବ୍ଲକ ଓ ବୁଥ୍‌‌ ସ୍ତରରେ କାର୍ଯ୍ୟକ୍ରମ ଗୁଡ଼ିକର ଆୟୋଜନ ହେବ । ସଂସଦୀୟ ନିର୍ବାଚନ ମଣ୍ଡଳୀଗୁଡ଼ିକରେ ସ୍ୱତନ୍ତ୍ର ଅଭିଯାନମାନ କରାଯିବ । କେନ୍ଦ୍ର ମନ୍ତ୍ରୀ, ବିଜେପି କର୍ମକର୍ତ୍ତା ଓ ନେତାମାନେ କେନ୍ଦ୍ର ସରକାରଙ୍କ ନୀତି ଓ ଯୋଜନାଗୁଡ଼ିକ ବିଷୟରେ ସର୍ବସାଧାରଣଙ୍କୁ ଅବଗତ କରାଇବେ ।

Hot this week

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

Related Articles

Popular Categories