www.samajalive.in
Saturday, December 6, 2025
16.1 C
Bhubaneswar

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ବିଜେପି କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ

ସମାଜ ଡିଜିଟାଲ ଡେସ୍କ: ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଗସ୍ତ ପୂର୍ବରୁ ସଭାପତି ମନମୋହନ ସାମଲଙ୍କ ନେତୃତ୍ୱରେ ବୈଠକ ବସିଛି। ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାରଙ୍କ ସହ ସଙ୍ଗଠନ ସମ୍ପାଦକ, ବରିଷ୍ଠ କର୍ମକର୍ତ୍ତା ଉପସ୍ଥିତ ରହିଛନ୍ତି। ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ଓ ସୁଭଦ୍ରା ଯୋଜନା ନେଇ ଆଲୋଚନା ହେଉଥିବା ସୂଚନା ମିଳିଛି। ସୂଚନା ଯୋଗ୍ୟ ଆସନ୍ତା ୧୭ ତାରିଖରେ ପ୍ରଧାନମନ୍ତ୍ରୀ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି।

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories