www.samajalive.in
Saturday, December 6, 2025
14.1 C
Bhubaneswar

ଗୁଆହାଟୀରେ ହେବ ଓଡ଼ିଶା ବିଜେପିର ବୈଠକ

ଭୁବନେଶ୍ବର : ଦେଶର ସବୁ ରାଜ୍ୟକୁ ନେଇ ବିଜେପି ଗୁଆହାଟୀଠାରେ ଆସନ୍ତା ୬ ତାରିଖରୁ ୩ ଦିନିଆ ବୈଠକ ହେବାର କାର୍ଯ୍ୟକ୍ରମ ରହିଛି। ଆସନ୍ତା ୬, ୭ ଏବଂ ୮ ତାରିଖରେ ହେବାକୁ ଥିବା ଏହି ବୈଠକରେ ଦେଶକୁ ୩ଟି ଜୋନ୍‌ରେ ଭାଗ କରି ପ୍ରତ୍ୟେକ ଦିନ କିଛି କିଛି ରାଜ୍ୟ ସହ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆଲୋଚନା କରିବା ନେଇ ସୂଚନା ମିଳିଛି। ୬ ତାରିଖରେ ଓଡ଼ିଶା ଏହି ବୈଠକରେ ଯୋଗଦେବ। ଏଥିରେ ଦଳର ରାଜ୍ୟ ସଭାପତି ମନମୋହନ ସାମଲ, ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ, କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ ପ୍ରମୁଖ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories