www.samajalive.in
Sunday, December 14, 2025
26.1 C
Bhubaneswar

ବିରୋଧୀ ଦଳରେ ଥିବା ସମୟର ଅଭିଜ୍ଞତା ଓ ଶାସକ ଦଳର ନୂଆ ଅଭିଜ୍ଞତା ନେଇ ଗୃହ ଚାଲିବ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୈଠକ ବସିଥିଲା । ବୈଠକରେ ରାଜ୍ୟ ସଭାପତି ମନମୋହନ ସାମଲ ଓ ସାଧାରଣ ସମ୍ପାଦକ (ସଂଗଠନ) ମାନସ କୁମାର ମହାନ୍ତି, ଦୁଇ ଉପ ମୁଖ୍ୟମନ୍ତ୍ରୀ  କେ.ଭି.ସିଂହଦେଓ ଓ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କ ସମେତ ସମସ୍ତ ବିଧାୟକ ଉପସ୍ଥିତ ରହିଥିଲେ ।

ବିଜେଡି ପ୍ରଥମକରି ବିରୋଧୀ ଭୂମିକାରେ ବସିଛି ଓ ବିଜେପି ଶାସକ ଦଳରେ ବସିଛି। ତେଣୁ ବିରୋଧୀ ଦଳରେ ଥିବା ସମୟର ଅଭିଜ୍ଞତା ଓ ଶାସକ ଦଳର ନୂଆ ଅଭିଜ୍ଞତା ନେଇ ଗୃହ ଚାଲିବ। ଆମେ ପୂରା ପ୍ରସ୍ତୁତ ଅଛୁ। ଆସନ୍ତାକାଲି ମାନ୍ୟବର ରାଜ୍ୟପାଳଙ୍କ ଅଭିଭାଷଣରୁ ଅଧିବେଶନ ଆରମ୍ଭ ହେବ ବୋଲି ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories