www.samajalive.in
Monday, December 15, 2025
24.1 C
Bhubaneswar

ମୋ ମାଟି ମୋ ଦେଶ କାର୍ଯ୍ୟକ୍ରମ

ଚୌଦ୍ୱାର : ଭାଜପା ତରଫରୁ ଚୌଦ୍ୱାର ପୌରପାଳିକା ୮ ନମ୍ବର ୱାର୍ଡ଼ରୁ ମୋ ମାଟି ମୋ ଦେଶ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି ।ସ୍ଥାନୀୟ ବିଜେପି ନେତା ପ୍ରକାଶ ଚନ୍ଦ୍ର ବଡ଼ଜେନାଙ୍କ ପରିଚାଳନାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଜେପି ନେତା ଶ୍ରୀତମ ଦାସ ଅତିଥି ଭାବେ ଯୋଗଦେଇ ୱାର୍ଡ଼ରେ ଘରକୁ ଘର ବୁଲି ପବିତ୍ର ମାଟି ସଂଗ୍ରହ କରିଥିଲେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନକ୍ରମେ ଦେଶପାଇଁ ବଳିଦାନ ଦେଇଥିବା ସହିଦ୍ ମାନଙ୍କ ସ୍ମୃତି ଉଦ୍ଜୀବିତ କରି ରଖିବା ପାଇଁ ସେମାନଙ୍କ ଅଞ୍ଚଳରୁ ଏହି ମାଟି ସଂଗ୍ରହ କରାଯାଉଥିବା ଶ୍ରୀ ଦାସ ପ୍ରକାଶ କରିଥିଲେ ।ଏହି କାର୍ଯ୍ୟକ୍ରମରେ ଅଞ୍ଚଳର ଦଳୀୟ ବହୁ ନେତା ଓ କର୍ମୀ ଯୋଗଦେଇଥିଲେ । ଏହି ଶେଭାଯାତ୍ରା ପୌରପାଳିକାର ବିଭିନ୍ନ ୱାର୍ଡ଼ ପରିକ୍ରମା କରିଥିବା ଜଣା ପଡ଼ିଛି ।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories