www.samajalive.in
Monday, December 15, 2025
15.1 C
Bhubaneswar

ହରଭଙ୍ଗା ବ୍ଲକରେ ମୋ ମାଟି ମୋ ଦେଶ ସମାପନ କାର୍ଯ୍ୟକ୍ରମ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ବିଜେପି ପକ୍ଷରୁ  ହରଭଙ୍ଗା  ବ୍ଲକରେ ବ୍ଲକ୍ ସ୍ତରୀୟ ମୋ ମାଟି ମୋ ଦେଶ କାର୍ଯ୍ୟକ୍ରମ ସମାପନ ହୋଇଛି। ବ୍ଲକ୍ ଅନ୍ତର୍ଗତ ସମସ୍ତ ଶକ୍ତିକେନ୍ଦ୍ର ଗ୍ରାମ ମାନଙ୍କରେ ହୋଇଥିବା  କାର୍ଯ୍ୟକ୍ରମରେ ସଂଗୃହିତ ଅମୃତ କଳସ ଗୁଡ଼ିକୂ ଏକତ୍ର କରି ଏକ ସ୍ବତନ୍ତ୍ର ମାଟି କଳସରେ ସଂଗ୍ରହ କରାଯାଇଥିଲା । ଆଜି କଳସକୁ ଧରି  ଚାରିଛକସ୍ଥିତ ତହସିଲ ଅଫିସଠାରୁ ଏକ ବିରାଟ ଶୋଭାଯାତ୍ରା ବଜାର ପରିକ୍ରମା କରି ଜଗନ୍ନାଥ  ମନ୍ଦିର ପର୍ଯ୍ୟନ୍ତ ଯାଇଥିଲା। ଆଜିର ଏହି କାର୍ଯ୍ୟକ୍ରମରେ ଜିଲ୍ଲା ବିଜେପି ସଭାପତି  ବିପ୍ର ଚରଣ ମହାନ୍ତିଙ୍କ ନେତୃତ୍ଵରେ  ସୁଶାନ୍ତ କୁମାର ପ୍ରଧାନ, ରମେଶ କୁମାର ମହାନ୍ତି, ତାପସ କୁମାର ପଟ୍ଟନାୟକ, ପୂର୍ଣ୍ଣ ଚନ୍ଦ୍ର ଗାଈ ଗୌରୀଆ, ଅକ୍ଷୟ କୁମାର ସାହୁ ,ସୂର୍ଯ୍ୟ ନାରାୟଣ ମହାପାତ୍ର ,ମାଗୁଣି ଗାଈ ଗୌରୀଆଙ୍କ ସହ ପ୍ରମୁଖ ବହୁ କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ।।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories