www.samajalive.in
Saturday, December 6, 2025
15.1 C
Bhubaneswar

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଲଢିବେ ବିଜେପିର ଏହି ପ୍ରାର୍ଥୀ

ଭୁବନେଶ୍ୱର: ୨୦୨୪ ନିର୍ବାଚନ ପାଇଁ ବିଧାନସଭା ପ୍ରାର୍ଥୀ ତାଲିକା ପ୍ରକାଶ କରିଛି ବିଜେପି। ପ୍ରଥମ ପର୍ଯ୍ୟାୟରେ ୧୧୨ ଟି ଆସନ ଲାଗି ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛଇ। ତେବେ ଏହି ତାଲିକାରେ ହିଞ୍ଜିଳିରୁ ଶିଶିର ମିଶ୍ରଙ୍କୁ ପ୍ରାର୍ଥୀ କରିଛି ବିଜେପି। ହିଞ୍ଜିଳି ହେଉଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଗଡ। ହିଞ୍ଜିଳି ଆସନକୁ ନେଇ ସବୁବେଳେ ଚର୍ଚ୍ଚା ହୋଇଥାଏ। ତେବେ ବିଜେପି ଏଠାରେ ଶିଶିର ମିଶ୍ରଙ୍କ ଉପରେ ଭରସା କରିଛି। ମୁଖ୍ୟମନ୍ତ୍ରୀଙ୍କ ସହ ଫାଇଟ୍‌‌ କରିବେ ଶିଶିର ମିଶ୍ର। ଗତ ବିଧାନସଭା ନିର୍ବାଚନରେ ହିଞ୍ଜିଳିରୁ ଦଳ ପିତାମ୍ବର ଆଚାର୍ଯ୍ୟଙ୍କୁ ପ୍ରାର୍ଥୀ କରିଥିଲା। କିନ୍ତୁ ନବୀନଙ୍କ ବିରୋଧରେ ପିତାମ୍ବର ବହୁ ଭୋଟ ବ୍ୟବଧାନରେ ପରାଜିତ ହୋଇଥିଲେ। ଏଥର ପିତାମ୍ବରଙ୍କ ବଦଳରେ ଶିଶିର ମିଶ୍ର ପ୍ରାର୍ଥୀ ହୋଇଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories