www.samajalive.in
Sunday, December 14, 2025
26.1 C
Bhubaneswar

ବିଜେପିର ୨ ଦିନିଆ ଗୁରୁତ୍ୱପୂର୍ଣ୍ଣ ବୈଠକ ଆଜିଠାରୁ

ଡେସ୍କ: ଆଜିଠାରୁ ରାଜ୍ୟ ବିଜେପିର ୨ ଦିନିଆ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ଏଥିରେ କୋର କମିଟି ସମେତ ଜିଲ୍ଲା ସଭାପତି ଓ ପ୍ରଭାରୀ, ପଦାଧିକାରୀମାନଙ୍କର ବୈଠକ ହେବ। ଏ ନେଇ ବିଜେପି ନେତା ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି, ବୈଠକରେ ବ୍ରଜରାଜନଗର ଉପନିର୍ବାଚନ ଉପରେ ଆଲୋଚନା ହେବ। ଏଥିରେ ରାଷ୍ଟ୍ରୀୟ ଅଧ୍ୟକ୍ଷ, ରାଷ୍ଟ୍ରୀୟ ସଙ୍ଗଠନ ମହାମନ୍ତ୍ରୀ ମଧ୍ୟ ଯୋଗଦେବେ।

ସେ କହିଛନ୍ତି, ୨୦୨୪ ପର୍ଯ୍ୟନ୍ତ ରୋଡ଼ମ୍ୟାପ ପ୍ରସ୍ତୁତି ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ନିର୍ବାଚନ ମଣ୍ଡଳୀ ସ୍ତରର ସମୀକ୍ଷା ସରିଆସିଲାଣି। ଆଉ ପ୍ରାୟ ୫ଟି ନିର୍ବାଚନ ମଣ୍ଡଳୀ ବାକି ରହିଛି। ସେଗୁଡିକର ସମୀକ୍ଷା ମଧ୍ୟ ଖୁବଶୀଘ୍ର ସରିବ ବୋଲି ସେ କହିଛନ୍ତି।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories