www.samajalive.in
Saturday, December 6, 2025
23.1 C
Bhubaneswar

ଆଜି ବିଜେଡି ସଂସଦୀୟ ଦଳ ବୈଠକ

ଭୁବନେଶ୍ବର: ବିଜେଡି ସଂସଦୀୟ ଦଳ ବୈଠକ ଶୁକ୍ରବାର ଅନୁଷ୍ଠିତ ହେବ। ନବୀନ ନିବାସରେ ସନ୍ଧ୍ୟା ୬ଟାରେ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ। ବୈଠକରେ ଆଗାମୀ ସଂସଦ ଅଧିବେଶନ ପାଇଁ ଦଳର ରଣନୀତି ଚୂଡ଼ାନ୍ତ କରାଯିବ। ସୂଚନାଥାଉକି, ଲୋକସଭାରେ ବିଜେଡିର କୌଣସି ସଦସ୍ୟ ନଥିବାବେଳେ ରାଜ୍ୟସଭାରେ ୯ ଜଣ ଅଛନ୍ତି।

Hot this week

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

Related Articles

Popular Categories