www.samajalive.in
Saturday, December 6, 2025
26.1 C
Bhubaneswar

ମୋଦୀ ଓ ପରିବର୍ତ୍ତନ ନାଁ ଶୁଣିଲେ ନବୀନ ବିରକ୍ତ ହୋଇଯାଉଛନ୍ତି : ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର : ଓଡ଼ିଶାବାସୀ ଆପଣଙ୍କୁ ୧୯ ବର୍ଷ ଶାସନ କରିବାକୁ ସୁଯୋଗ ଦେଇଥିଲେ। କିନ୍ତୁ, ରାଜ୍ୟରେ ଯେପରି ବିକାଶ ହେବା କଥା ସେଭଳି ବିକାଶ ହୋଇନାହିଁ। ରାଜ୍ୟରେ ଶିଶୁ ମୃତ୍ୟୁହାର, କୁପୋଷଣ ଭଳି ସମସ୍ୟା ରହିଛି। ୧୯ବର୍ଷ ଶାସନର ହିସାବ ଦେବା ଦରକାର, ଏଭଳି ଶାଣିତ ଢଙ୍ଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସମାଲୋଚନା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।
ସେ ଆହୁରି କହିଛନ୍ତି ନବୀନ ପଟ୍ଟନାୟକ ମୋଦୀ ଓ ପରିବର୍ତ୍ତନ ଦୁଇଟି ଶବ୍ଦ ଶୁଣିଲେ ବିରକ୍ତ ହୋଇଯାଉଛନ୍ତି। ଶୁକ୍ରବାର ଭୁବନେଶ୍ୱର ସ୍ଥିତ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ଧର୍ମେନ୍ଦ୍ର ପ୍ରଧାନ ଏହା କହିଛନ୍ତି। କେନ୍ଦ୍ରାପଡାରେ ବିଜେଡି ଗୁଣ୍ଡାରାଜ, ଆତଙ୍କରାଜ ସୃଷ୍ଟି କରୁଥିବା ଧର୍ମେନ୍ଦ୍ର ଅଭିଯୋଗ କରିଛନ୍ତି।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories