www.samajalive.in
Sunday, December 7, 2025
23.1 C
Bhubaneswar

ବିଜେପି ପକ୍ଷରୁ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

ଫୁଲବାଣୀ: କନ୍ଧମାଳ ଜିଲା ଘୁୁ.ଉଦୟଗିରି ନିର୍ବାଚନ ମଣ୍ଡଳି ଅନ୍ତର୍ଗତ ରାଇକିଆ ମଣ୍ଡଳରେ ବିଜେପି ପକ୍ଷରୁ ଏକ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ମଣ୍ଡଳ ସଭାପତି ଜାମ୍ବବ ପ୍ରଧାନଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି ଶିବିରରେ ଜିଲା ସଭାପତି ଜଗନ୍ନାଥ ସାହୁ ଓ ବିଜେପି ନେତା ମାନଗୋବିନ୍ଦ ପ୍ରଧାନ, ରାମବିଶ୍‍ ଦିଗାଲ, ବସନ୍ତ ପ୍ରଧାନ, ଜିଲା ପରିଷଦ ଝୁଲିମା ଦଳବେହେରା, ସରପଂଚ ସୁଷମା ପ୍ରଧାନ, ଅର୍ଚ୍ଚନା ପ୍ରଧାନ, ଶରତ ଚନ୍ଦ୍ର ପ୍ରଧାନ, ତାପସ ଦଳବେହେରା ପ୍ରମୁଖ ଏଥିରେ ଯୋଗଦେଇ ଜନସଂଘଠାରୁ ଆରମ୍ଭ କରି ଆଜି ପର୍ଯ୍ୟନ୍ତ ଭାରତୀୟ ଜନତାପାର୍ଟିର ଜୟଯାତ୍ରା ଓ କେନ୍ଦ୍ର ସରକାରଙ୍କ ବିଭିନ୍ନ ଉନ୍ନୟନ ମୂଳକ ବିକାଶ ଯୋଜନା ଓ ଦଳିୟ ସଂଗଠନକୁ ମଜଭୁତ୍‍ କରିବା ପାଇଁ ଉପସ୍ଥିତ କାର୍ଯ୍ୟକର୍ତ୍ତା ଗୁରୁୂମନ୍ତ୍ର ପ୍ରଦାନ କରିଥିଲେ। ଅନୁଷ୍ଠିତ କାର୍ଯ୍ୟକ୍ରମରେ ସମସ୍ତ ମଣ୍ଡଳ, ଶକ୍ତିକେନ୍ଦ୍ର ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories