www.samajalive.in
Friday, December 5, 2025
20.1 C
Bhubaneswar

ଟିଟିଲାଗଡ଼ ବିଜେପି ପକ୍ଷରୁ ହାଲ୍ଲାବୋଲ

ଟିଟିଲାଗଡ଼: ଟିଟିଲାଗଡ଼ ପୌର ପରିଷଦ ଅଧ୍ୟକ୍ଷାଙ୍କୁ ଉପଖଣ୍ଡସ୍ତରୀୟ ଉତ୍କଳ ଦିବସ ଉତ୍ସବରେ ଅପମାନିତ କରାଯାଇଥିବା ଅଭିଯୋଗରେ ବିଜେପି ରାସ୍ତାକୁ ଓହ୍ଲାଇଛି। ସୋମବାର ଦଳର ବଲାଙ୍ଗିର ଜିଲା ସଭାପତି ଶିବାଜୀ ନାୟକଙ୍କ ନେତୃତ୍ୱରେ ଶହସ୍ରାଧିକ କର୍ମକର୍ତ୍ତା ଆନ୍ଦୋଳନରେ ସାମିଲ ହୋଇଛନ୍ତି। ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକ ବଙ୍ଗଳାଠାରୁ ବିଶାଳ ଶୋଭାଯାତ୍ରାରେ ସହର ପରିକ୍ରମା ପରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଦଳର ନଗର ସଭାପତି ପ୍ରଶାନ୍ତ ଷଡ଼ଙ୍ଗୀ, ଜିଲା ସାଧାରଣ ସମ୍ପାଦକ ମୁକେଶ ଜୈନ, ଶ୍ରୀବତ୍ସ ବେହେରା, ମହେନ୍ଦ୍ର ଠାକୁର, ଅଜୟ ଶର୍ମା, ନରସିଂହ ସିଂ, କାଉନସିଲର ବୁଦ୍ଧିଆ ଆଚାର୍ଯ୍ୟ, ସୂର୍ଯ୍ୟ ଚୌଧୁରୀ, ଟୁନିଆ ପାଣିଗ୍ରାହୀ, ନୀର ସାହୁ, ଲିଙ୍ଗରାଜ ନାୟକ, ପବିତ୍ର ସାହୁ ପ୍ରମୁଖ ବହୁ ନେତୃବୃନ୍ଦ ଆନ୍ଦୋଳନରେ ସାମିଲ ହୋଇଛନ୍ତି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories