ସମାଜ ଡିଜିଟାଲ ଡେସ୍କ: ଦିଲ୍ଲୀ ବିଧାନସଭା ନିର୍ବାଚନ ଲାଗି ଶନିବାର ଭୋଟ ଗଣତି ଜାରି ରହିଛି। ପ୍ରାରମ୍ଭିକ ଗଣତିରୁ ବିଜେପି ଆଗରେ ଥିବା ସୂଚନା ମିଳିଛି। ମୋଟ ୭୦ ବିଧାନସଭା ଆସନ ମଧ୍ୟରୁ ବିଜେପି ୫୦ ଆସନରେ ଆଗୁଆ ଥିବା ସୂଚନା ମିଳିଛି। ସେହିପରି ଆମ୍ ଆଦମୀ ପାର୍ଟି(ଆପ୍) ୧୯ ଆସନରେ ଆଗୁଆ ଥିବାବେଳେ କଂଗ୍ରେସ ମାତ୍ର ୧ଟି ଆସନରେ ଆଗୁଆ ରହିଛି।
Popular Categories



