www.samajalive.in
Thursday, December 11, 2025
18.1 C
Bhubaneswar

ବିଜେପି କାର୍ଯ୍ୟାଳୟରେ ଜୟଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା, ମୁଖ୍ୟମନ୍ତ୍ରୀ ଉପସ୍ଥିତ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଲେ ନୂଆପଡାର ନବ ନିର୍ବାଚିତ ବିଜେପି ବିଧାୟକ ଜୟ ଢୋଲକିଆ । ଭୁବନେଶ୍ୱର ରାଜ୍ୟ କାର୍ଯ୍ୟାଳୟରେ ଜୟଙ୍କୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି । ମୁଖ୍ୟମନ୍ତ୍ରୀ ଜୟଙ୍କୁ ସ୍ୱାଗତ କରିବା ସହ ବିଜୟ ପାଇଁ ଶୁଭେଚ୍ଛା ଜଣାଇଛନ୍ତି । ଜୟ ନିଜ ମାଙ୍କ ସହ ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚିଥିଲେ । ସେଠାରେ ସଭାପତି ମନମୋହନ ସାମଲ ଓ ଅନ୍ୟ ବିଧାୟକ ଏବଂ ବରିଷ୍ଠ ନେତାମାନେ ତାଙ୍କୁ ସ୍ୱାଗତ କରିଥିଲେ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ମାତ୍ର ୧୬ମାସର ସରକାର ଉପରେ ନୂଆପଡା ବାସୀ ବିଶ୍ୱାସ ଓ ଭରସା କରି ବିଜେପି ପ୍ରାର୍ଥୀଙ୍କୁ ନିର୍ବାଚିତ କରାଇଛନ୍ତି । ଏହା ଆମ ପାଇଁ ବଡ କଥା । ୮୩ହଜାରରୁ ଅଧିକ ଭୋଟରେ ଜିତିଛନ୍ତି ଜୟ ଢୋଲକିଆ ।

- Advertisement -

Hot this week

୨୦ ବର୍ଷ ପରେ ନୂଆ ଜୀବନ ପାଇଲେ ବିଶ୍ଵଭୂଷଣ

ଭୁବନେଶ୍ୱର: ଯୁବ ଅବସ୍ଥାରେ ଅଣ୍ଟା ଭାଙ୍ଗିପଡ଼ିଥିଲା। ୮୦ ବର୍ଷର ବୃଦ୍ଧ ପରି...

ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ

କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା ତୁରେକେଲା ଥାନା ବଡବାଙ୍କୀ ପଞ୍ଚାୟତ ସାନବାଙ୍କି ଗ୍ରାମରେ...

ପରିବାରରୁ ଦୁର୍ନୀତି ବିରୋଧରେ ଶିକ୍ଷା ଦିଆଯାଉ: ଜଷ୍ଟିସ ନାୟକ

ଦୁର୍ନୀତି ମୁକ୍ତ ଓଡ଼ିଶା ସାମୂହିକ ସଂକଳ୍ପ ହେଉ: ରାଜ କୁମାର ଭୁବନେଶ୍ବର :...

ମହିଳାଙ୍କୁ ଦୁର୍ବ୍ୟବହାର- ବୃଦ୍ଧଙ୍କୁ ଲଣ୍ଡା କରି ଚପଲ ମାଳ ପିନ୍ଧାଇଲେ

ଭବାନୀପାଟଣା - ଜଣେ ମହିଳାଙ୍କୁ ଦୁର୍ବ୍ୟବହାର କରିବା ଅଭିଯୋଗରେ ସଦରଥାନା ଅନ୍ତର୍ଗତ...

୨୦୦ ଥର ବସଉଠ କରାଇଲେ ଶିକ୍ଷୟିତ୍ରୀ, ଚେତା ହରାଇଲେ ଛାତ୍ରୀ

ସମାଜଲାଇଭ ଡେସ୍କ: ଛାତ୍ରୀଙ୍କୁ ଦୁଇ ଶହ ଥର ବସଉଠ କରାଇଲେ ଶିକ୍ଷୟିତ୍ରୀ।...

Related Articles

Popular Categories