www.samajalive.in
Saturday, December 6, 2025
15.1 C
Bhubaneswar

ଓଡ଼ିଶାରେ ମେଣ୍ଟ ହେବନାହିଁ- ମନମୋହନ

ସମାଜ ଡିଜିଟାଲ ଡେସ୍କ: ଓଡ଼ିଶାରେ ବିଜେପି-ବିଜେଡି ମଧ୍ୟରେ ମେଣ୍ଟ ହେବନାହିଁ, ବିଜେପି ଏକାକୀ ଲୋକସଭା ନିର୍ବାଚନ ଲଢିବ ବୋଲି ରାଜ୍ୟ ସଭାପତି ମନମୋହନ ସାମଲ ସ୍ପଷ୍ଟ କରିଛନ୍ତି। ଦିଲ୍ଲୀରୁ ଫେରିବା ପରେ ଗଣମାଧ୍ୟମରେ ଏଭଳି ପ୍ରତିକ୍ରିୟା ରଖିଛନ୍ତି ମନମୋହନ। ୧୪୭ ଆସନ ବିଶିଷ୍ଟ ବିଧାନସଭା ଏବଂ ୨୧ ଲୋକସଭା ଆସନରେ ବିଜେପି ଏକା ଲଢିବ। ଏହାସହିତ ରାଜ୍ୟରେ ବିଜେପି ସରକାର ଗଢିବ ବୋଲି ଦୃଢୋକ୍ତି ବାଢିଛନ୍ତି ରାଜ୍ୟ ସଭାପତି। ସେପଟେ ୨୪ ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇପାରେ ପ୍ରଥମ ପର୍ଯ୍ୟାୟ ତାଲିକା। ଯେକୌଣସି ମୂହୁର୍ତ୍ତରେ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ ପାଇପାରେ ବୋଲି ସୂଚନା ମିଳିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories