www.samajalive.in
Monday, December 8, 2025
24.1 C
Bhubaneswar

ଜୟପଟଣା ବ୍ଲକ ଜୋନ ୧ରେ ବିଜେପି ପ୍ରାର୍ଥୀ ବିଜୟୀ

ମୁଖୀଗୁଡା: କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଲକ ଜୋନ ୧ରେ ବିଜେପିର ଅଙ୍ଗଦ ମାଝୀ ବିଜୟ ଲାଭ କରିଛନ୍ତି। ବିଜେପି ପ୍ରାର୍ଥୀ ଅଙ୍ଗଦ ମାଝୀ ୧୦୧୯୫ ଭୋଟ ପାଇଛନ୍ତି। ବିଜେଡି ପ୍ରାର୍ଥିନୀ ସ୍ବର୍ଣ୍ଣଚମ୍ପା ମାଝୀ ୯୫୫୧ ଭୋଟ ପାଇଥିବା ବେଳେ କଂଗ୍ରେସ ପ୍ରାର୍ଥୀ ପରମେ ଶବର ୭୪୦୯ ଭୋଟ ପାଇଛନ୍ତି। ୧୧୨୪ଭୋଟ ନାକଚ ହୋଇଥିବା ଜଣାଯାଇଛି।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories