www.samajalive.in
Friday, December 5, 2025
26.1 C
Bhubaneswar

ଝାରସୁଗୁଡ଼ା ଓ ବ୍ରଜରାଜନଗରରେ ଫୁଟିଲା ପଦ୍ମ

ଝାରସୁଗୁଡ଼ା: ବରଗଡ଼ ଲୋକସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଝାରସୁଗୁଡ଼ାର ଜିଲାର ଝାରସୁଗୁଡ଼ା ଓ ବ୍ରଜରାଜନଗର ବିଧାନସଭା ଆସନରେ ସମସ୍ତ ୧୯ ରାଉଣ୍ଡ ଗଣତି ଶେଷ ହୋଇଛି। ଉଭୟ ଆସନରେ ବିଜେପିର ବାଜିମାତ୍‌ ହୋଇଥିବା ସୂଚନା ମିଳିଛି। ଝାରସୁଗୁଡ଼ାରେ ବିଜେପିର ଟଙ୍କଧର ତ୍ରିପାଠୀ ନିଜ ନିକଟତମ ପ୍ରତିଦ୍ଵନ୍ଦ୍ଵୀ ବିଜେଡି ପ୍ରାର୍ଥୀ ଦୀପାଳି ଦାସଙ୍କଠାରୁ ୧୩୨୨ ଭୋଟ୍‌ରେ ବିଜୟୀ ହୋଇଥିବାବେଳେ ବ୍ରଜରାଜନଗରରେ ବିଜେଡିର ଅଳକା ମହାନ୍ତିଙ୍କୁ ପଛରେ ପକାଇ ସୁରେଶ ପୁଜାରୀ ୨୬ ହଜାରରୁ ଅଧିକ ଭୋଟ୍‌ରେ ବିଜୟୀ ହୋଇଥିବା ଜଣାପଡ଼ିଛି।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories