www.samajalive.in
Friday, December 12, 2025
14.1 C
Bhubaneswar

ବିଜେଡିରେ ମିଶିଲେ ୨୫ରୁ ଊର୍ଦ୍ଧ୍ବ ବିଜେପି କର୍ମୀ

କଣ୍ଟାବାଞ୍ଜି: କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ଅଲଣ୍ଡା ପଞ୍ଚାୟତର ୨୫ରୁ ଊର୍ଦ୍ଧ୍ବ ବିଜେପି କର୍ମୀ ଗୁରୁବାର ବିଜେଡିରେ ସାମିଲ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କାର୍ଯ୍ୟରେ ଅନୁପ୍ରାଣିତ ହୋଇ ସେମାନେ ବିଜେଡିରେ ସାମିଲ ହୋଇଥିବା ପ୍ରକାଶ କରିଛନ୍ତି। କଣ୍ଟାବାଞ୍ଜି ବରିଷ୍ଠ ବିଜେଡି ନେତା ଅଜୟ ଦାସଙ୍କ ଉପସ୍ଥିତିରେ ସେମାନେ ବିଜୁ ଜନତା ଦଳରେ ଯୋଗ ଦେଇଛନ୍ତି। ଅଲଣ୍ଡା ପଞ୍ଚାୟତର ଶଙ୍କର ପୁଞ୍ଜି ଯାଦବ ଓ ସୁରେଶ ପୁଞ୍ଜି ଯାଦବଙ୍କ ନେତୃତ୍ଵରେ ବିଜେଡିରେ ଯୋଗ ଦେଇଛନ୍ତି।

Hot this week

୧୮ ଯାଏ ଜାଡ଼

ଭୁବନେଶ୍ବର : ଉତ୍ତର-ପଶ୍ଚିମ ଦିଗରୁ ଥଣ୍ଡା ଶୁଷ୍କ‌ବାୟୁ ରାଜ୍ୟ ମଧ୍ୟକୁ ପ୍ରବେଶ...

ଲୋକସଭାରେ ଇ-ସିଗାରେଟ୍ ଟାଣିଲେ ଟିଏମ୍‌ସି ସଦସ୍ୟ

ନୂଆଦିଲ୍ଲୀ : ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର କେତେକ ମହିଳା ସଦସ୍ୟ ଲୋକସଭାରେ...

ବାର୍‌ରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ଆଜିର : ରାଶିଫଳ,ଆପଣଙ୍କ ଅଶାନ୍ତିର ଅବସାନ ଘଟିବ

ମେଷ : ଅଶ୍ବିନୀ ଓ ଦ୍ବିଜା ନକ୍ଷତ୍ରଜାତ ବ୍ୟକ୍ତି ବିପଦମୁକ୍ତ ହୋଇପାରନ୍ତି।...

ସାମାନ୍ୟ କମିଲା ସୁନାଦର

ନୂଆଦିଲ୍ଲୀ-ଭାରତରେ ସୁନା ମୂଲ୍ୟ ହ୍ରାସ ପାଇଛି। ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର...

Related Articles

Popular Categories