www.samajalive.in
Saturday, December 6, 2025
23.1 C
Bhubaneswar

ଆଜି କଟକ, ଖୋର୍ଦ୍ଧାରେ ସ୍ବାସ୍ଥ୍ୟକାର୍ଡ ବଣ୍ଟନ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି ଖୋର୍ଦ୍ଧା ଓ କଟକ ଜିଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ ସ୍ବାସ୍ଥ୍ୟକାର୍ଡ଼ ବଣ୍ଟନର ଶୁଭାରମ୍ଭ କରିବେ। ସକାଳ ୧୦ଟା ୪୫ରେ କଟକ ଉପର ବାଲିଯାତ୍ରା ପଡିଆରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ସ୍ବାସ୍ଥ୍ୟକାର୍ଡ ବଣ୍ଟନ କରିବେ। ଏହାସହିତ କଟକ ଜିଲାବାସୀଙ୍କ ପାଇଁ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିବେ। ୧୧ ଟା ୪୦ ମିନିଟରେ ଖୋର୍ଦ୍ଧା ଜିଲା ବେଗୁନିଆସ୍ଥିତ ବିଜୁ ପଟ୍ଟନାୟକ ଷ୍ଟାଡିୟମରେ ପହଞ୍ଚି ସ୍ବାସ୍ଥ୍ୟକାର୍ଡ଼ ବଣ୍ଟନ କରିବେ। ଏହାସହିତ ୯୮୬ କୋଟି ଟଙ୍କାର ପ୍ରକଳ୍ପ ଉଦଘାଟନ କରିବେ ବୋଲି ସୂଚନା ମିଳିଛି।

Hot this week

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

Related Articles

Popular Categories