www.samajalive.in
Sunday, December 14, 2025
23.1 C
Bhubaneswar

ରାଷ୍ଟ୍ରପତି ଭବନରେ ରାଜଯୋଗୀ ବ୍ରହ୍ମାକୁମାର

ଭୁବନେଶ୍ୱର : ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ବବିଦ୍ୟାଳୟ ରାଜଯୋଗୀ ବ୍ରହ୍ମାକୁମାର ବିଜୟ ଭାଇ ୧୪ଜଣ ବିଶିଷ୍ଟ ଉଦ୍ୟୋଗପତି, ଦିଲୀର ବରିଷ୍ଠ ରାଜଯୋଗୀ ଜୟପ୍ରକାଶ ଭାଇ, ପ୍ରଭାତ ଭାଇ, ମୁମ୍ବଇର ତ୍ରିନାଥ ଭାଇ, ରାଜଯୋଗିନୀ ବ୍ରହ୍ମାକୁମାରୀ ସୂଚିତା ଭଉଣୀ ପ୍ରମୁଖ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ଭବନରେ ସାକ୍ଷାତ କରିଥିଲେ । ରାଷ୍ଟ୍ରପତିଙ୍କ ଦୀର୍ଘ ଯାତ୍ରାର କାହାଣୀ ସମ୍ପର୍କରେ ଉଦ୍ୟୋଗପତିମାନେ ଶୁଣି ପ୍ରେରଣା ପାଇଥିଲେ।

Hot this week

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

ପୁଅର ପରୀକ୍ଷା ପାଇଁ ୮୦୦ କିମି କାର୍‌ ଡ୍ରାଇଭ୍‌ କଲେ ବାପା

ଚଣ୍ଡିଗଡ଼ : ଇଣ୍ଡିଗୋ ସଙ୍କଟ ସମୟରେ ଦେଶର ବିଭିନ୍ନ ବିମାନ ବନ୍ଦରରେ...

ଯାତ୍ରୀଙ୍କୁ ୫୦୦ କୋଟିରୁ ଅଧିକ କ୍ଷତିପୂରଣ ଦେବ ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନସେବାରୁ ବଞ୍ଚିତ ହୋଇଥିବା ତଥା ଅଧିକ ମାତ୍ରାରେ ପ୍ରଭାବିତ...

ପରୀକ୍ଷା ବେଳେ ବିଶ୍ୱବିଦ୍ୟାଳୟରେ ଗୁଳିକାଣ୍ଡ: ୨ମୃତ

ସମାଜ ଡିଜିଟାଲ ଡେସ୍କ: ଆମେରିକାର ବ୍ରାଉନ୍ ବିଶ୍ୱବିଦ୍ୟାଳୟରେ ଜଣେ ଯୁବକ ପ୍ରବେଶ...

Related Articles

Popular Categories