www.samajalive.in
Sunday, December 14, 2025
23.1 C
Bhubaneswar

କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଅସହାୟଙ୍କୁ କମ୍ବଳ ବଣ୍ଟନ

ସମ୍ବଲପୁର :  ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ମାଁ ସମଲେଇ ଚାରିଟେବଲ ଟ୍ରଷ୍ଟ ପକ୍ଷରୁ ଅସହାୟ ମାନଙ୍କୁ କମ୍ବଳ ବଣ୍ଟନ କରାଯାଇଛି । ସୋମବାର ରାତ୍ରି ସମୟରେ ରାସ୍ତା କଡରେ ଶୋଇଥିବା ଅସହାୟ ମାନଙ୍କୁ ଟ୍ରଷ୍ଟ ପକ୍ଷରୁ ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବୁଲି ବୁଲି ୫୦ରୁ ଅଧିକ କମ୍ବଳ ବଣ୍ଟନ କରାଯାଇଛି । ଏହି ମାନବୀୟ ସେବା କାର୍ଯ୍ୟରେ ନିଶିକାନ୍ତ ବିଶ୍ୱାଳ, ଆଶିଷ ସାହୁ, ଆଲୋକ ମହାକୁର, ସୁବର୍ଣ୍ଣା ନାୟକ, ଦୀପିକା ପ୍ରଧାନ, ବିନି ପ୍ରଧାନ, କାହ୍ନୁଚରଣ ଷଡଙ୍ଗୀ, ରୋହିତ ଜୟସ୍ୱାଲ ପ୍ରମୁଖ ସହଯୋଗ କରିଥିଲେ।

Hot this week

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

Related Articles

Popular Categories