www.samajalive.in
Sunday, December 14, 2025
26.1 C
Bhubaneswar

ଓମ୍‌ଫେଡ୍ ପ୍ଲାଣ୍ଟରେ ବିସ୍ଫୋରଣ, ୪ ଆହତ

ଭୁବନେଶ୍ୱର: ଭୁବନେଶ୍ୱର ଥିବା ଓମ୍‌ଫେଡ୍ ପ୍ଲାଣ୍ଟରେ ବିସ୍ଫୋରଣ ଘଟି ୪ଜଣ ଆହତ ହୋଇଥିବା ସୂଚନା ମିଳିଛି । ସେମାନଙ୍କ ମଧ୍ୟରେ ୩ ଜଣ ମହିଳା ଥିବା ଜଣାପଡିଛି । ସେମାନଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଫ୍ଲେଭର୍ଡ ମିଲ୍କ ବଟଲିଂ ବେଳେ ପ୍ଲାଣ୍ଟରେ ଥିବା ଷ୍ଟାବିଲାଇଜର ଫାଟିଯିବାରୁ ଏହି ଅଘଟଣ ଘଟିଛି ।

Hot this week

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

Related Articles

Popular Categories