www.samajalive.in
Tuesday, December 9, 2025
19.1 C
Bhubaneswar

ରସାୟନିକ କାରଖାନାରେ ବିସ୍ଫୋରଣ, ୧୮ ଆହତ

ସମାଜ ଡିଜିଟାଲ ଡେସ୍କ: ଆନ୍ଧ୍ରପ୍ରଦେଶର ଆନାକାପାଲ୍ଲୀ ଜିଲା ଅନ୍ତର୍ଗତ ରାମ୍ବିଲି ମଣ୍ଡଳର ସ୍ଵତନ୍ତ୍ର ଅର୍ଥନୈତିକ ଅଞ୍ଚଳ(ଏସଇଜେଡ)ରେ ଥିବା ଏସେନସିଆ ରସାୟନିକ କାରଖାନାରେ ବୁଧବାର ବିସ୍ଫୋରଣ ଘଟିଛି। ଏଥିରେ ୧୮ ଜଣ ଶ୍ରମିକ ଆହତ ହୋଇଛନ୍ତି। ସେମାନଙ୍କୁ ଏନଟିଆର ଡାକ୍ତରଖାନା ଏବଂ ଅନ୍ୟ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। କେଉଁ ପରିସ୍ଥିତିରେ ବିସ୍ଫୋରଣ ଘଟିଲା ତାହା ଜଣାପଡ଼ିନାହିଁ। ଆନ୍ଧ୍ରପ୍ରଦେଶ ଗୃହମନ୍ତ୍ରୀ ଭାଙ୍ଗାଲପୁଡି ଅନିତା ଘଟଣା ବିଷୟରେ ଜାଣିବା ପରେ ଜିଲାପାଳ ଏବଂ ଏସପିଙ୍କୁ ଘଟଣାସ୍ଥଳକୁ ଯାଇ ସ୍ଥିତି ଅନୁଧ୍ୟାନ ସହିତ ଆହତ ଶ୍ରମିକଙ୍କୁ କିପରି ଉତ୍ତମ ଚିକିତ୍ସା ମିଳିପାରିବ ତାହାର ବ୍ୟବସ୍ଥା କରିବାକୁ ନିର୍ଦେଶ ଦେଇଛନ୍ତି।

Hot this week

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

ପ୍ରଥମେ ବ୍ୟାଟିଂ କରିବ ଭାରତ

କଟକ: ଆଉ ମାତ୍ର କିଛି ସମୟର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

Related Articles

Popular Categories