www.samajalive.in
Tuesday, November 18, 2025
27.1 C
Bhubaneswar

ଆଇଇଡି ବିସ୍ଫୋରଣରେ ୫ ପୁଲିସ କର୍ମୀ ମୃତ

ନୂଆଦିଲ୍ଲୀ : ପାକିସ୍ତାନ ପୁଖତୁନଖୱାରେ ଭୟଙ୍କର ଆତଙ୍କବାଦୀ ହମଲା ହୋଇଛି । ଶକ୍ତିଶାଳୀ ଆଇଇଡି ବିସ୍ଫୋରଣରେ ୫ଜଣ ପୁଲିସ କର୍ମୀ ପ୍ରାଣ ହରାଇବା ସହ ୨୦ରୁ ଉଦ୍ଧ୍ଵର୍ର୍ ଲୋକ ଆହତ ହୋଇଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଆହତ ମାନଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁସାରେ ବାଜୌର ଜିଲ୍ଲାରେ ପୁଲିସ ବାହିନୀ ଟ୍ରକ ଯୋଗେ ଏକ  ଆଣ୍ଟି ପୋଲିଓ ଅଭିଯାନରେ ଯାଉଥିବାବେଳେ ଆତଙ୍କବାଦୀମାନେ ଆଇଇଡି ବିସ୍ଫୋରଣ କରିଥିଲେ। ଏଥିରେ ଥିବା ୫ଜଣ ପୁଲିସ କର୍ମଚାରୀଙ୍କର ମୃତ୍ୟୁ ଘଟିଥିଲା। ରବିବାର ମଧ୍ୟ ପୁଖତୁନଖୱା କ୍ଷେତ୍ରରେ ଆତଙ୍କୀ ଆକ୍ରମଣ ହୋଇଥିଲା। ଏଥିରେ ୪ଜଣ ସାଧାରଣ ଲୋକଙ୍କର ମୃତ୍ୟୁ ଘଟିଥିଲା।

Hot this week

ଏକ୍ସ ଓ ଚାଟ୍‌ଜିପିଟି ସର୍ଭର ଡାଉନ୍

ନୂଆଦିଲ୍ଲୀ: ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ ଏବଂ ଚାଟ୍ ଜିପିଟି ସର୍ଭର...

ବିମାନ ୩ ଘଣ୍ଟା ବିଳମ୍ବ, ପୁଣେ ବିମାନବନ୍ଦରରେ ତିକ୍ତତା

ପୁଣେ, ୧୮ା୧୧: ପୁଣେ ବିମାନବନ୍ଦରରେ ମଙ୍ଗଳବାର ଇଣ୍ଡିଗୋର ପୁଣେ-ଦିଲ୍ଲୀ ବିମାନ(୬ଇ ୬୭୬୩)...

ମୃତଦେହ ଝୁଣି ଖାଉଛି କୁକୁର

ଭୁବନେଶ୍ଵର: ରାଜଧାନୀ ଭୁବନେଶ୍ଵରରେ ମଣିଷ ଶରୀରକୁ ଝୁଣି ଖାଉଛି କୁକୁର। ବିଲ...

ଗୁରୁବାର ଶପଥ ନେବେ ନୀତିଶ

ସମାଜ ଲାଇଭ ଡ଼େସ୍କ : ବିହାରର ଦଶମ ମୁଖ୍ୟମନ୍ତ୍ରୀ ଭାବେ ଆଗାମୀ...

୫୦ କୋଟିରେ ତିଆରି ହେଲା ମୁଖ୍ୟାଳୟ, ବୈଠକ ଗୃହ କରିବାକୁ ଭୁଲିଗଲେ

ସମାଜଲାଇଭ ଡେସ୍କ: ୫୦ କୋଟି ଖର୍ଚ୍ଚ କରି ମୁଖ୍ୟାଳୟ ତିଆରି କଲେ।...

Related Articles

Popular Categories