www.samajalive.in
Sunday, December 7, 2025
15.1 C
Bhubaneswar

କରାଚୀ ବିମାନବନ୍ଦର ନିକଟରେ ବିସ୍ଫୋରଣ, ୨ ଚୀନ ନାଗରିକଙ୍କ ମୃତ୍ୟୁ

ସମାଜ ଡିଜିଟାଲ ଡେସ୍କ: ପାକିସ୍ତାନର କରାଚୀ ବିମାନବନ୍ଦର ନିକଟରେ ରବିବାର ରାତିରେ ଏକ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ହୋଇଛି। ବିମାନବନ୍ଦର ବାହାରେ ଚୀନ ନାଗରିକଙ୍କୁ ଟାର୍ଗେଟ କରି ବୋମା ବିସ୍ଫୋରଣ କରାଯାଇଛି। ଫଳରେ ୨ ଜଣ ଚୀନ ନାଗରିକଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୧୦ ଜଣ ନାଗରିକ ଗୁରୁତର ଆହତ ହୋଇଛନ୍ତି। ବାଲୋଚ ଲିବରେସନ ଆର୍ମି(ବିଏଲଏ) ଏହି ଆତଙ୍କବାଦୀ ଆକ୍ରମଣ ଘଟାଇଥିବା ସ୍ଵୀକାର କରିଛି। ଏକ ଗାଡ଼ିରେ ବିସ୍ଫୋରକ ସାମଗ୍ରୀ ରଖାଯାଇ ଏହି ବିସ୍ଫୋରଣ କରାଯାଇଛି।

ପାକିସ୍ତାନରେ ଅବସ୍ଥାପିତ ଚୀନ ଦୂତାବାସ ପକ୍ଷରୁ ଏକ ବିବୃତି ଜାରି କରାଯାଇ ଘଟଣାର ଦୃଢ଼ ନିନ୍ଦା କରାଯାଇଛି। ଚୀନ ନାଗରିକଙ୍କ ସୁରକ୍ଷା ପାଇଁ ଦୃଢ଼ ପଦକ୍ଷେପ ନେବା ସହିତ ଏହି ଘଟଣାର ସବିଶେଷ ତଦନ୍ତ କରିବାକୁ ପାକ୍ ସରକାରଙ୍କ ନିକଟରେ ଦୂତାବାସ ପକ୍ଷରୁ ଦାବି କରାଯାଇଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories