www.samajalive.in
Sunday, December 7, 2025
23.1 C
Bhubaneswar

ଆଠଗଡ଼: ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ବ୍ଲକସ୍ତରୀୟ ଚିତ୍ରାଙ୍କନ ଓ ପ୍ରବନ୍ଧ ପ୍ରତିଯୋଗିତା

ଆଠଗଡ଼: କଟକ ଜିଲା ଆଠଗଡ଼ସ୍ଥିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ରବିବାର ‘ସମାଜ’ ଶତବାର୍ଷିକୀ ଉତ୍ସବ ଉପଲକ୍ଷେ ବ୍ଲକସ୍ତରୀୟ ଚିତ୍ରାଙ୍କନ ଓ ପ୍ରବନ୍ଧ ଲିଖନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏଥିରେ ବହୁ ସଂଖ୍ୟାରେ ଛାତ୍ରୀଛାତ୍ର ଅଂଶଗ୍ରହଣ କରିଥିଲେ। ଏହି ଅବସରରେ ଲୋକସେବକ ମଣ୍ଡଳର ରାଷ୍ଟ୍ରୀୟ ସମ୍ପାଦକ ତଥା ‘ସମାଜ’ର ମୁଦ୍ରାକର ଓ ପ୍ରକାଶକ ନିରଞ୍ଜନ ରଥ ସ୍କୁଲ ପରିଦର୍ଶନ କରି ପ୍ରତିଯୋଗିତାକୁ ଅନୁଧ୍ୟାନ କରିଥିଲେ।

Hot this week

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

Related Articles

Popular Categories