www.samajalive.in
Monday, December 8, 2025
27.1 C
Bhubaneswar

‘ସମାଜ’ର ଶତବାର୍ଷିକୀ ଉପଲକ୍ଷେ ପୁରୀ ଗୋପବନ୍ଧୁ ଭବନରେ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା

ପୁରୀ: ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଆଦର୍ଶକୁ ପାଥେୟ କରି ଦୈନିକ ‘ସମାଜ’ ଏହାର ଶତବାର୍ଷିକୀ ପାଳନ କରୁଛି। ଏହି ଉପଲକ୍ଷେ ରବିବାର ରାଜ୍ୟବ୍ୟାପୀ ବ୍ଲକସ୍ତରୀୟ ଚିତ୍ରାଙ୍କନ ଓ ପ୍ରବନ୍ଧ ଲିଖନ ପ୍ରତିଯୋଗିତା ଅନୁଷ୍ଠିତ ହେଉଛି। ପୁରୀର ଗୋପବନ୍ଧୁ ଭବନରେ ଚିତ୍ରାଙ୍କନ ପ୍ରତିଯୋଗିତା ଆୟୋଜିତ ହୋଇଥିଲା। ଏଥିରେ ବରିଷ୍ଠ ବିଭାଗରେ ୭୯ ଜଣ ଏବଂ କନିଷ୍ଠ ବିଭାଗରେ ୪୫ ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ।

Hot this week

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ଏମଭି-୨୬ ଗାଁରେ ପୁଲିସ ଛାଉଣୀ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

Related Articles

Popular Categories