www.samajalive.in
Saturday, December 6, 2025
23.1 C
Bhubaneswar

ଆଜି ସମାଜ ପକ୍ଷରୁ ରକ୍ତଦାନ ଶିବିର

ଭୁବନେଶ୍ଵର: ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ତମ ଶ୍ରାଦ୍ଧୋତ୍ସବ ଅବସରରେ ସମାଜ ଏବଂ ଲୋକସେବକ ମଣ୍ଡଳ ପକ୍ଷରୁ ଆଜି ରକ୍ତଦାନ ଶିବିର ଅନୁଷ୍ଠିତ ହେଉଛି। କଳ୍ପନା ଛକ ନିକଟ ବିଏମସି ୪୫ ନମ୍ବର ଓ୍ବାର୍ଡ କାର୍ଯ୍ୟାଳୟରେ ରକ୍ତଦାନ ଶିବିର ଅନୁଷ୍ଠିତ ହେବା ସାଙ୍ଗକୁ  ନିକଟରେ ଥିବା ଉଦ୍ୟାନରେ ଚାରା ରୋପଣ କାର୍ଯ୍ୟକ୍ରମ ରହିଛି। ସକାଳ ୯ଟାରୁ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ବିଭିନ୍ନ ସ୍ଥାନରୁ ବହୁ ସଂଖ୍ୟାରେ ଜନସାଧାରଣ ଆସି ରକ୍ତଦାନ କରୁଛନ୍ତି। ତେବେ ଏହି ମହତ କାର୍ଯ୍ୟରେ ସାମିଲ ହେବା ନିମନ୍ତେ ସମାଜ ପକ୍ଷରୁ ସମସ୍ତଙ୍କୁ ଅନୁରୋଧ କରାଯାଇଛି।

Hot this week

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

Related Articles

Popular Categories