www.samajalive.in
Sunday, December 7, 2025
26.1 C
Bhubaneswar

‘ସମାଜ’ ପକ୍ଷରୁ ରାଜ୍ୟବ୍ୟାପୀ ରକ୍ତଦାନ ଶିବିର

ଭୁବନେଶ୍ୱର : ପୁଣ୍ୟାତ୍ମା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୧ତମ ଶ୍ରାଦ୍ଧ ଦିବସ ଅବସରରେ ମଙ୍ଗଳବାର ‘ସମାଜ’ ଓ ଲୋକସେବକ ମଣ୍ଡଳ ପକ୍ଷରୁ ରାଜ୍ୟବ୍ୟାପୀ ରକ୍ତଦାନ ଶିବିର ଆୟୋଜନ କରାଯାଇଛି। ସମାଜର କାର୍ଯ୍ୟକର୍ତ୍ତାଙ୍କ ସମେତ ଅନେକ ସ୍ବେଚ୍ଛାସେବୀ ଏହି ରକ୍ତଦାନ ଶିବିରରେ ସାମିଲ ହୋଇ ରକ୍ତ ଦାନ କରିଛନ୍ତି। ରାଜ୍ୟର ବିଭିନ୍ନ ସ୍ଥାନ ଯେପରିକି, କଟକ, ଭୁବନେଶ୍ବର, ସୁନ୍ଦରଗଡ଼, ବରଗଡ଼, ପୁରୀ, ଜଗତସିଂହପୁର, କଳାହାଣ୍ଡି, ସମ୍ବଲପୁର, ରାଉରକେଲା ସମେତ ରାଜ୍ୟର ସମସ୍ତ ଜିଲାରେ ଏହି ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଛି।

ସୁନ୍ଦରଗଡ ରକ୍ତ ଭଣ୍ଡାର ପରିସରରେ ସ୍ୱେଚ୍ଛାକୃତ ରକ୍ତ ଦାନ ଶିବିରକୁ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ ଦିଲ୍ଳୀପ ଷଡ଼ଙ୍ଗୀ ଉଦଘାଟନ କରୁଛନ୍ତି
ବରଗଡ଼ରେ ଆୟୋଜିତ ରକ୍ତଦାନ ଶିବିର
ପୁରୀ ସ୍ଥିତ ସମାଜ କାର୍ଯ୍ୟାଳୟରେ ଅନୁଷ୍ଠିତ ରକ୍ତଦାନ ଶିବିର
ଜଗତସିଂହପୁରରେ ଆୟୋଜିତ ରକ୍ତଦାନ ଶିବିର
କଳାହାଣ୍ଡି ଜିଲାର ଧର୍ମଗଡ଼ ସରକାରୀ ହସପିଟାଲରେ ମେଗା ରକ୍ତ ଦାନ ଶିବିର ଅନୁଷ୍ଠିତ
ଭୁବନେଶ୍ବର ସ୍ଥିତ ସାମ୍ବାଦିକ ଭବନରେ ଆୟୋଜିତ ରକ୍ତଦାନ ଶିବିର
ସମ୍ବଲପୁରରେ ଆୟୋଜିତ ରକ୍ତଦାନ ଶିବିର
ରାଉରକେଲାର ରକ୍ତଦାନ ଶିବିର

 

Hot this week

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

Related Articles

Popular Categories