www.samajalive.in
Tuesday, December 9, 2025
16.1 C
Bhubaneswar

‘ସମାଜ’ ପକ୍ଷରୁ ସ୍ବେଚ୍ଛାକୃତ ରକ୍ତଦାନ ଶିବିର

ଭୁବନେଶ୍ୱର : ‘ସମାଜ’ର ୧୦୦ ବର୍ଷ ପାଳନ ଏବଂ ପୁଣ୍ୟାତ୍ମା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୧ତମ ଶ୍ରାଦ୍ଧବାର୍ଷିକୀ ଅବସରରେ ମଙ୍ଗଳବାର ଜୁଲାଇ ୨ ତାରିଖ ଭୁବନେଶ୍ବରର ଖାରବେଳ ନଗର ସ୍ଥିତ ସାମ୍ବାଦିକ ଭବନରେ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହେବ। ଏହି ଶିବିରରେ ଆଗ୍ରହୀ ବ୍ୟକ୍ତିମାନେ ରକ୍ତଦାନ କରି ପାରିବେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories