www.samajalive.in
Friday, December 12, 2025
14.1 C
Bhubaneswar

ରୋଟାରୀ କ୍ଲବ ପକ୍ଷରୁ ସ୍ବେଛାକୃତ ରକ୍ତ ଦାନ ଶିବିର, ୨୫ ୟୁନିଟ ରକ୍ତ ସଂଗ୍ରହ

ଫୁଲବାଣୀ :ରବିବାର ନାରାୟଣୀ ରୋଡରେ ଅବସ୍ଥିତ ରୋଟାରୀ ସେବା ସଦନ ଠାରେ ଫୁଲବାଣୀ ବ୍ଲଡ଼ ବ୍ୟାଙ୍କ ସହଯୋଗରେ ଏକ ସ୍ବେଛାକୃତ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଥିଲା। ଭାପତି ହରିଶ୍ଚନ୍ଦ୍ର ମହାରଣା, ସମ୍ପାଦକ ମନୋରଞ୍ଜନ ପଟନାୟକ, ବରିଷ୍ଠ ରୋଟାରୀଆନ ତଥା ପ୍ରତିଷ୍ଠାତା ସଦସ୍ୟ ରବିନାରାୟଣ ସୁବୁଦ୍ଧି, ପଦ୍ମଚରଣ ସ୍ୱାଇଁ, ବିରାଜିନୀ ମହାପାତ୍ର, ସୁନୀତି ଆଚାରି, ସୁନୀଲ ପଟନାୟକ, ପ୍ରକାଶ ପଣ୍ଡା, ପଦ୍ମ ଚରଣ ମହାନ୍ତି, ପବନ ଅଗ୍ରୱାଲ, କୁନ୍ଦନ ସିଂ, ପ୍ରମୁଖଙ୍କ ପରିଚାଳନାରେ ଅନୁଷ୍ଠିତ ରକ୍ତଦାନ ଶିବିରରେ ରୋଟାରୀଆନ ସୁନୀଲ ପଟନାୟକ, ବିରାଜିନୀମହାପାତ୍ର, ପବନ ଅଗ୍ରୱାଲ, ପ୍ରକାଶ ପଣ୍ଡା, ମୁକ୍ତିକାନ୍ତ ମହାନ୍ତି, ଶରତ ଚନ୍ଦ୍ର ସୁବୁଧୀ, ଛାୟା ବତୀ ମହାରଣା, କୁନା ପାତ୍ର ପ୍ରମୁଖ ସ୍ବେଛାକୃତ ରକ୍ତ ଦାନ କରିଥିଲେ। ବ୍ଲଡ଼ ବ୍ୟାଙ୍କ ଅଧିକାରୀ ଡା. ଜୟ ଦୀପ କୁମାର ଘୋଷ, ଦିନ କୃଷ୍ଣ ମହନ୍ତ, ଏଲଟି. ପ୍ରସନ କୁମାର ରତ୍ନାଲୁ, ଜ୍ୟୋତି ରଞ୍ଜନ ପୃଷ୍ଟି, ବରୁଣ ବେହେରା ପ୍ରମୁଖ ରକ୍ତ ସଂଗ୍ରହ କରିବାରେ ସହଯୋଗ କରିଥିଲେ।

 

Hot this week

୧୮ ଯାଏ ଜାଡ଼

ଭୁବନେଶ୍ବର : ଉତ୍ତର-ପଶ୍ଚିମ ଦିଗରୁ ଥଣ୍ଡା ଶୁଷ୍କ‌ବାୟୁ ରାଜ୍ୟ ମଧ୍ୟକୁ ପ୍ରବେଶ...

ଲୋକସଭାରେ ଇ-ସିଗାରେଟ୍ ଟାଣିଲେ ଟିଏମ୍‌ସି ସଦସ୍ୟ

ନୂଆଦିଲ୍ଲୀ : ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର କେତେକ ମହିଳା ସଦସ୍ୟ ଲୋକସଭାରେ...

ବାର୍‌ରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ଆଜିର : ରାଶିଫଳ,ଆପଣଙ୍କ ଅଶାନ୍ତିର ଅବସାନ ଘଟିବ

ମେଷ : ଅଶ୍ବିନୀ ଓ ଦ୍ବିଜା ନକ୍ଷତ୍ରଜାତ ବ୍ୟକ୍ତି ବିପଦମୁକ୍ତ ହୋଇପାରନ୍ତି।...

ସାମାନ୍ୟ କମିଲା ସୁନାଦର

ନୂଆଦିଲ୍ଲୀ-ଭାରତରେ ସୁନା ମୂଲ୍ୟ ହ୍ରାସ ପାଇଛି। ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର...

Related Articles

Popular Categories